କରୁଣାର ଅମୃତଧାରା ଓ ଅଶରୀରୀଙ୍କ ମୋକ୍ଷର ପର୍ବ ଶ୍ରୀଜଗନ୍ନାଥଙ୍କ ଅଧରପଣା ଅନୁଷ୍ଠିତ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶେଷ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଯାଇଛି କରୁଣାର ଅମୃତଧାରା ଓ ଅଶରୀରୀଙ୍କ ମୋକ୍ଷର ପର୍ବ ଶ୍ରୀଜଗନ୍ନାଥଙ୍କ ଅଧରପଣା | ନବଦିନାତ୍ମକ ଯାତ୍ରା ସାରି, ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବା ପଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା … Read More

ବଢୁଛି ନଦୀଗୁଡିକରେ ଜଳସ୍ତର, ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ ଦିଆଯାଇଛି ନିର୍ଦ୍ଦେଶ: ସୁରେଶ ପୂଜାରୀ

ଭୁବନେଶ୍ୱର: କୌଣସି ନଦୀରେ ବିପଦ ସଙ୍କେତ ସ୍ଥିତି ନାହିଁ । କିନ୍ତୁ ନଦୀ ଗୁଡିକରେ ଜଳସ୍ତର ବଢ଼ୁଛି । ସେପଟେ ଅତ୍ୟଧିକ ବର୍ଷା ଯୋଗୁଁ ଭଦ୍ରକ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ କ୍ଷୟକ୍ଷତି ହୋଇଛି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ … Read More

ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର

ଭୁବନେଶ୍ଵର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି … Read More

ପୁଣି ଉଛୁଳିଲା ବୈତରଣୀ, ବୋଡକଠାରେ ବୁଡ଼ିବ ଜାତୀୟ ରାଜପଥ

ଆରଡି: ଉପରମୁଣ୍ଡ ଏବଂ ତଳମୁଣ୍ଡରେ ଲଗାଣ ବର୍ଷା ଯୋଗୁ ପୁଣି ଆରଡି ଅଞ୍ଚଳରେ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଉଛୁଳିବାରେ ଲାଗିଛି। ଆଖୁପଦା ନିକଟରେ ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ତଳମୁଣ୍ଡରେ ଲଗାଣବର୍ଷା ଓ … Read More

ଭବାନୀପାଟଣାରେ ସାଧାରଣଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲାରୁ ଶାସନ କରିବେ। ବିଗତ କିଛି ଦଶନ୍ଧି ପୂର୍ବରୁ ରାଜ୍ୟର ସବୁଠାରୁ ପଛୁଆ ଅଞ୍ଚଳ ଭାବେ ଦେଶରେ ପରିଚିତ ଥିବା କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ। ରାଜସ୍ବ ମନ୍ତ୍ରୀ ସରେଶ ପୂଜାରୀ … Read More

ଆତ୍ମସମର୍ପଣ କଲେ ୨ ମହିଳା କ୍ୟାଡରଙ୍କ ସମେତ ୩ ହାର୍ଡକୋର ମାଓବାଦୀ

ଫୁଲବାଣୀ: ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଆଜି ସ୍ଥାନୀୟ ଜିଲ୍ଲା ପୁଲିସ ମୂଖ୍ୟାଳୟରେ … Read More

ବିଦ୍ୟୁତ୍‌ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିବା ଅଭିଯୋଗ; ୱାର୍ଡମେମ୍ବର ଅଟକ

ବାଲିପାଟଣା: ସୀମା ଟପିଲା ଅମାନୁଷିକତା। ବାଉଁଶମୂଳିରେ ବିଦ୍ୟୁତ ବିଭାଗର ଜଣେ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଏହି ଘଟଣା ଆଦିବାସୀ ଅଧ୍ୟୁଷିତ କିମ୍ବା ଦୁର୍ଗମ ଅଞ୍ଚଳରେ ନୁହେଁ। ରାଜଧାନୀ ଉପକଣ୍ଠ ବାଲିପାଟଣା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ସମ୍ବେଦନଶୀଳ … Read More

୯୫ ଦିନରେ ସଂପୂର୍ଣ୍ଣ ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି କାମ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆଜି ସମ୍ପୂର୍ଣ୍ଣ ହୋଇଛି। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି କାମ ଶେଷ ହୋଇଛି। ଏହି ଗୁରୁତ୍ବପୂର୍ଣ୍ଣ କାମ ଏଏସ୍‌ଆଇର ପ୍ରତ୍ୟକ୍ଷ ତତ୍ତ୍ବାବଧନରେ ସମ୍ପୂର୍ଣ୍ଣ ହୋଇଛି। ଏଥି … Read More

ମୋତେ ହତ୍ୟା କରିବାକୁ ଉଦ୍ୟମ କରିଥିଲା ଇସ୍ରାଏଲ: ମାସୁଦ

ନୂଆଦିଲ୍ଲୀ : ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନଙ୍କୁ ହତ୍ୟା କରିବା ପାଇଁ ଉଦ୍ୟମ କରିଥିଲା ଇସ୍ରାଏଲ। ଏକ ସାକ୍ଷାତକାର ଅବସରରେ ମାସୁଦ ଏହା ସ୍ପଷ୍ଟ କରିଛନ୍ତି। ଇସ୍ରାଏଲ ତାଙ୍କୁ ହତ୍ୟା ଖରିବାକୁ ଉଦ୍ୟମ କରିଥିଲା, କିନ୍ତୁ ବିଫଳ ହୋଇଥିଲା ବୋଲି ମାସୁଦ … Read More

ପ୍ୟାକିଂ ସମ୍ପୂର୍ଣ୍ଣ ସମାପ୍ତ, ସରକାରୀ ବାସଭବନ ଛାଡିବା ନେଇ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡଙ୍କ ସ୍ପଷ୍ଟିକରଣ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଶାସନ ଚାହିଁଛନ୍ତି ଯେ ପୂର୍ବତନ ସିଜେଆଇ ଡି.ୱାଇ ଚନ୍ଦ୍ରଚୂଡ ତୁରନ୍ତ ସରକାରୀ ବାସଭବନ ଖାଲି କରନ୍ତୁ । ସେ ଏବେ ବି କ୍ରିଷ୍ଣା ମେନନ ମାର୍ଗରେ ଥିବା ସରକାରୀ ବାସଭବନରେ ରହୁଛନ୍ତି । ସେହି ବାସଭବନ ବର୍ତ୍ତମାନର ସିଜେଆଇଙ୍କ … Read More