ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା : ୯ରୁ କମିବ

ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ … Read More

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ବାଂଶପାଳ: କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଠାରେ ଆଜି ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ରମେଶ ବାରିକ (୨୫)। ସୂଚନା … Read More

ସବ୍ ଜେଲ୍‌କୁ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ

ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ କେତେକ ସବ୍ ଜେଲ୍‌କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର … Read More

ମାଓକ୍ୟାମ୍ପ ଠାବ: ଟିଫିନ ବୋମା, ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍‌ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ … Read More

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର

ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା … Read More

‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ … Read More

ପୁଣି ଜନନୀ ଯନ୍ତ୍ରଣା ; ଖଟିଆରେ ବୁହା ହେଲେ ଗର୍ଭବତୀ

କଲମପୁର : ସବୁଦିନିଆ ରାସ୍ତା ଖଣ୍ଡେ ନଥିବା ଯୋଗୁଁ ଦୁର୍ଗମ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡୁଛି ନାହିଁ ନଥିବା ଦୁର୍ଦ୍ଦଶା। ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରେନି ବୋଲି ଯନ୍ତ୍ରଣାରେ ଛଟପଟ ରୋଗୀ ତଥା ଗର୍ଭବତୀ। ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହେବା ଭଳି … Read More

ଡଗରା ବେଳାଭୂମିରେ ବଙ୍ଗୀୟ ଦମ୍ପତ୍ତିଙ୍କୁ ଅସଦାଚରଣ ଅଭିଯୋଗ, ଦୁଇ ଯୁବକ ଗିରଫ

ବାଲିଆପାଳ : ବାଲିଆପାଳ ଥାନା ଅନ୍ତର୍ଗତ ଡଗରା ବେଳାଭୂମିରେ ଜଣେ ବଙ୍ଗୀୟ ଦମ୍ପତ୍ତି ପର୍ଯ୍ୟଟକଙ୍କୁ ସ୍ଥାନୀୟ ଅଂଚଳର କିଛି ଯୁବକ ଅସଦାଚରଣ କରିବାର ଭିଡିଓ ମୋବାଇଲରୁ ମୋବାଇଲ ଭାଇରାଲ ହେବାରେ ଲାଗିଛି । ଅନ୍ୟପଟେ ଯୁବତୀଙ୍କ ଏତଲା କ୍ରମେ ବାଲିଆପାଳ ପୋଲିସ … Read More

ମାଡି ଆସିଲା ବନ୍ୟା ପାଣି ; କୁକୁର ପାଇଁ ବଞ୍ଚିଲା ୬୭ ଜୀବନ

ନୂଆଦିଲ୍ଲୀ :କୁକୁର ପାଇଁ ବଞ୍ଚିଲା ୬୭ ଜଣଙ୍କ ଜୀବନ। ହିମାଚଳ ପ୍ରଦେଶ ମଣ୍ଡି ଅଂଚଳରେ ଜାରି ରହିଛି ବର୍ଷାର ତାଣ୍ଡବ । ବାଦଲ ଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଲୋକଙ୍କ ପାଇଁ ପାଲଟିଛି ମୁଖ୍ୟ ସମସ୍ୟା । ଗତ ୧୫ ଦିନରେ … Read More

କାଉଡ଼ିଆ ଯାତ୍ରା ପାଇଁ ଦିଲ୍ଲୀରେ ବନ୍ଦ୍‌ ହେବ ମାଂସ ଦୋକାନ

ନୂଆଦିଲ୍ଳୀ: କାଉଡ଼ିଆ ଯାତ୍ରାକୁ ନେଇ ନୂଆ ନିୟମ ଲାଗୁ କଲା ଦିଲ୍ଲୀ ପ୍ରଶାସନ। ପିଟିଆଇ ରିପୋର୍ଟ ଅନୁଯାୟୀ, ଜୁଲାଇ ୧୧ରୁ ୨୩ ଜୁଲାଇ ପର୍ଯ୍ୟନ୍ତ ହେବାକୁ ଥିବା କାଉଡ଼ିଆ ଯାତ୍ରା ପାଇଁ ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ ରହିବ ବୋଲି … Read More