ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ, ସ୍ଵାଗତ ସମ୍ଵର୍ଦ୍ଧନା ଜଣାଇଲେ ଦଳୀୟ ନେତା ଓ କର୍ମୀ

ଭୁବନେଶ୍ଵର: ଜେଲରୁ ବାହାରିଲେ ଜଗା ପ୍ରଧାନ ।  ବିଜେପି ବରିଷ୍ଠ ନେତା ଜଗା ପ୍ରଧାନ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ।  ଜେଲ ସମ୍ମୁଖରେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକଙ୍କ ଭିଡ ଦେଖିବାକୁ ମିଳିଛି । ଗତ ୩୦ ତାରିଖରେ ବିଏମସି ଅତିରିକ୍ତ କମିଶନର ରତ୍ନାକର … Read More

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ଜବତ ହେଲା ୩ ଲକ୍ଷ ଟଙ୍କା

ଛତ୍ରପୁର : ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଘରେ ରେଡ୍ ହୋଇଛି ।  ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ … Read More

ପୋଲ ଭୁଶୁଡ଼ିବା ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ:ମଝି ନଈରେ ଭାଙ୍ଗିଗଲା ପୋଲ। ଏଭଳି ଏକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟ୍ରାଫିକ୍ ଜାମ ଥିବା ବେଳେ ଭୁଶୁଡି ପଡିଲା ପୋଲ। ଯେତେବେଳେ ପୋଲ ଉପରେ ପ୍ରବଳ ଲୋକଙ୍କ … Read More

IPS ସ୍ତରରେ ଅଦଳ ବଦଳ, ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍‌

ଭୁବନେଶ୍ୱର: ଆଇପିଏସ୍ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ବୁଧବାର ଦିନ ନକ୍ସଲ ବିରୋଧୀ ଅଭିଯାନ ଏବଂ ସ୍ୱତନ୍ତ୍ର ଗୁପ୍ତଚର ୱିଙ୍ଗ (SIW) ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସହିତ ଜଡିତ ବରିଷ୍ଠ ଅଧିକାରୀଙ୍କ ବଦଳି ଘୋଷଣା କରିଛନ୍ତି। … Read More

ଡାଇରିଆ ଡର: ଦୟା ନଦୀ ପାଣି ବ୍ୟବହାର ନକରିବାକୁ ମାର୍ଗଦର୍ଶିକା ଜାରି

ଭୁବନେଶ୍ୱର: କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ। ଦୟା ନଦୀ ପାଣି ବ୍ୟବହାର ଯୋଗୁଁ ବ୍ୟାପୁଛି ଝାଡ଼ାବାନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଦେଇଛନ୍ତି ସୂଚନା। ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ୍। ନମୂନା ରିପୋର୍ଟ … Read More

ଯୁଦ୍ଧବିରତି ମଧ୍ୟରେ ଇରାନକୁ ଅସ୍ତ୍ରଶସ୍ତ୍ର ପଠାଇଲା ଚୀନ୍

ତେ‌ହେରାନ/ବେଜିଂ:ଇରାନ ଏବଂ ଇସ୍ରାଏଲ ମଧ୍ୟରେ ୧୨ ଦିନିଆ ଯୁଦ୍ଧରେ ଉଭୟ ଦେଶ ବହୁତ କ୍ଷତି ସହିଛନ୍ତି। ଉଭୟ ଦେଶ ୨୪ ଜୁନ୍‌ରେ ଯୁଦ୍ଧବିରତି ଘୋଷଣା କରିଥିଲେ। କିନ୍ତୁ ଏହି ଯୁଦ୍ଧ କେବେ ପୁଣି ଥରେ ଆରମ୍ଭ ହେବ ସେ ବିଷୟରେ କୌଣସି … Read More

ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ, ମେଘନାଦ ପାଚେରୀ ଡେଇଁ ମନ୍ଦିରରେ ପଶିଲେ ୪ ଯୁବକ

ପୁରୀ : ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ ।  ସବୁ ସୁରକ୍ଷାକୁ ଭେଦ କରି ମେଘନାଦ ପାଚେରୀ ଭିତରେ ଚଢ଼ିଲେ ସନ୍ଦିଗ୍ଧ ।  ନୀଳାଦ୍ରିବିଜେରେ ମାଳ ମାଳ ସୁରକ୍ଷା କର୍ମୀ ଶ୍ରୀମନ୍ଦିର ବାହାରେ ଜଗିଥିବା ବେଳେ, ଶ୍ରୀମନ୍ଦିର ଭିତରେ ମଧ୍ୟ … Read More

ରାଜ୍ୟର କୌଣସି ଗୋଟିଏ ସ୍ଥାନରେ ବନ୍ୟା ସ୍ଥିତି ନାହିଁ

ଭୁବନେଶ୍ୱର: ରାଜ୍ୟର କୌଣସି ଗୋଟିଏ ସ୍ଥାନରେ ବନ୍ୟା ସ୍ଥିତି ନାହିଁ। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ଦେଇଛନ୍ତି ସୂଚନା। ସୁବର୍ଣ୍ଣରେଖା ନଦୀର ଜଳସ୍ତର ସତର୍କ ସଂକେତ ଉପରେ ଅଛି। କେବେ ହେଲେ ବିପଦ ସଂକେତ ଉପରକୁ ଯିବ … Read More

ଅଟକ ବଙ୍ଗୀୟ ଶ୍ରମିକଙ୍କ ତୁରନ୍ତ ମୁକ୍ତି ଦାବି କଲେ ସାଂସଦ ମହୁଆ ମଇତ୍ର

ପଶ୍ଚିମବଙ୍ଗ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମଇତ୍ର ବୁଧବାର ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଓଡ଼ିଶାରେ ବେନିୟମ ଭାବେ ଅଟକ ଥିବା ଶ୍ରମିକମାନଙ୍କ ତୁରନ୍ତ ମୁକ୍ତି ଦାବି କରିଛନ୍ତି। ଏକ୍ସ କରିଥିବା ପୋଷ୍ଟରେ ସାଂସଦ ମହୁଆ କହିଛନ୍ତି, ଝାରସୁଗୁଡା ଓରିଏଣ୍ଟ ପୁଲିସ … Read More

ହୀରାକୁଦର ୪ଟି ଗେଟ୍‌କୁ ବନ୍ଦ, ଏବେ ୧୬ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ପାଣି

ସମ୍ବଲପୁର : ଦୁଇଦିନ ଧରି ହୀରାକୁଦ ବନ୍ଧର ୨୦ଟି ଗେଟ୍ ଖୋଲା ରହିବା ପରେ ମଙ୍ଗଳବାର ସନ୍ଧ୍ୟାରେ ୪ଟି ଗେଟ୍‌କୁ ବନ୍ଦ କରାଯାଇଛି । ବର୍ତ୍ତମାନ ୧୬ ଗେଟ୍‌ ଦେଇ ମହାନଦୀକୁ ପାଣି ନିଷ୍କାସିତ ହେଉଛି। ହୀରାକୁଦ ଡ୍ୟାମ୍‌ ବାମପଟର ୧୧ ଗେଟ୍‌ … Read More