ଝାଡ଼ଖଣ୍ଡ ରାଞ୍ଚିରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ଝାଡ଼ଖଣ୍ଡ ରାଞ୍ଚିରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଝାଡ଼ଖଣ୍ଡ, ବିହାର, ଓଡ଼ିଶା, ପଶ୍ଚିମବଙ୍ଗର ୭୦ ପ୍ରତିନିଧି ବୈଠକରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା … Read More

ଭାରତ ଉପରେ ୫୦୦% ଶୁଳ୍କ ଲଗାଇବ ଆମେରିକା ! ଟ୍ରମ୍ପ କହିଲେ-‘ଏହା ସମ୍ପୂର୍ଣ୍ଣ ମୋ ପସନ୍ଦ’

ଭାରତ ଉପରେ ୫୦୦ ପ୍ରତିଶତ ଶୁଳ୍କ ଲଗାଇପାରେ ଆମେରିକା। ରୁଷ ସହିତ ଭାରତର ବାଣିଜ୍ୟିକ ସମ୍ବନ୍ଧ ଭଲ ଥିବାରୁ ଆମେରିକା ଏହି ପଦକ୍ଷେପ ନେଇପାରେ। ଏ ସମ୍ପର୍କିତ ଏକ ପ୍ରଶ୍ନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦୦ ପ୍ରତିଶତ … Read More

ସୁକାନ୍ତ ଖଟୁଆଙ୍କୁ ଗିରଫ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କ ବିରୋଧରେ ବାହାରିଛି ରାଜ୍ୟ ମହିଳା ବିଜେଡି । ସୁକାନ୍ତଙ୍କୁ ଗିରଫ ଦାବି କରି ରାଜ୍ୟ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇଛି । ଶତାଧିକ ବିଜେଡି ମହିଳା କର୍ମୀ ଏକତ୍ରିତ ହୋଇ ନୀଳଗିରି … Read More

ବିଗ୍‌ବସ୍‌ ଯିବେ ମୋନାଲିସା!

ମୁମ୍ବଇ: ମହାକୁମ୍ଭ ମେଳାରେ ମାଳି ବିକ୍ରି କରିବାକୁ ଆସିଥିବା ମୋନାଲିସା ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଏବଂ ଏବେ ସେ ବଲିଉଡରେ ମଧ୍ୟ ପାଦ ଥାପି ସାରିଛନ୍ତି। ନିକଟରେ ଉତ୍କର୍ଷ ସିଂହଙ୍କ ସହ ତାଙ୍କର ଏକ ମ୍ୟୁଜିକ ଭିଡିଓ ରିଲିଜ୍ … Read More

ବଢ଼ିଲା ରାଜା ଚକ୍ରଙ୍କ ଅଡୁଆ, ଜଗନ୍ନାଥପୁର ବାସଭବନ ଉପରେ ଇଡିର ଚଢଉ

କେଉଁଝର : ବଢ଼ିଲା ରାଜା ଚକ୍ରଙ୍କ ଅଡୁଆ । ଆଜି ରାଜା ଚକ୍ରଙ୍କ ଜଗନ୍ନାଥପୁର ସ୍ଥିତ ବାସଭବନ ଉପରେ ଇଡିର ଚଢଉ । ଶୁଆକାଟି ସ୍ଥିତ ଗନ୍ଦମାର୍ଦ୍ଦନ ଲୋଡିଂ ଏଜେନ୍ସି ର କୋଟି କୋଟି ଟଙ୍କାର ଅର୍ଥ ହେରଫେର ମାମଲାରେ ରାଜା ଚକ୍ର … Read More

୧୦ ମିନିଟରେ ପହଞ୍ଚିବ ଆମାଜନ ସାମଗ୍ରୀ

ନୂଆଦିଲ୍ଲୀ : ଏଣିକି ୧୦ ମିନିଟରେ ମିଳିବ ଆମାଜନର ଡେଲିଭରି । ଆମାଜନ ନାଓ ପ୍ଲାଟଫର୍ମ ମାଧ୍ୟମରେ ଗ୍ରାହକମାନେ ଏହି ସୁବିଧା ପାଇପାରିବେ । ପ୍ରାରମ୍ଭିକ ପର୍ଯ୍ୟାୟରେ ଦିଲ୍ଲୀରେ ଏହି ସେବା ଆରମ୍ଭ ହୋଇଛି । ଦେଶରେ ତୁରନ୍ତ ବ୍ୟବସାୟ ବା … Read More

ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ ।  ପାର୍ଥସାରଥୀଙ୍କୁ ଗିରଫ କଲା ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ ।  ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା ଏବଂ ଆଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ … Read More

ଚୀନ, ପାକିସ୍ତାନ, ବାଂଲାଦେଶ ମେଣ୍ଟ ଭାରତ ପାଇଁ ବିପଦ: ସିଡିଏସ୍

ନୂଆଦିଲ୍ଲୀ : ଭାରତର ତିନି ପଡ଼ୋଶୀ ଦେଶ ଚୀନ, ପାକିସ୍ତାନ ଓ ବାଂଲାଦେଶ ଉପରେ ଏକ ବଡ଼ ବୟାନ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଜେନେରାଲ ଅନୀଲ ଚୌହାନ । ନିଜର ରଣନୈତିକ ସ୍ବାର୍ଥ ପାଇଁ ଏକାଠି ହେବା ଭାରତର … Read More

ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା

ସମ୍ବଲପୁର: ହୀରାକୁଦର ପ୍ରଥମ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଫୁଲୁଛି ମହାନଦୀ। ପ୍ରତି ସେକେଣ୍ଡରେ ମୁଣ୍ଡଳୀରେ ୪ ଲକ୍ଷ ୧୦ ହଜାର ୨୪୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ମୁଣ୍ଡଳୀର ଅପ୍ ଷ୍ଟ୍ରିମରେ ଜଳସ୍ତର ୮୬.୭୦ ଫୁଟ୍ ରହିଛି। ମୁଣ୍ଡଳୀର … Read More

ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ରାତି ସୁଦ୍ଧା ମହାସଂଘ ସହିତ ସରକାରଙ୍କ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ । … Read More