‘ଅପରେସନ୍ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍
ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା … Read More
