ଅଧ୍ୟାପକଙ୍କ ଦୁର୍ବ୍ୟବହାର ସହିନପାରି ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଭଳି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ସ୍ଥିତ ଫକୀର ମୋହନ ମହାବିଦ୍ୟାଳୟରେ । କଲେଜର ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି … Read More

ତୁର୍କୀ କରୁଛି ବଡ ଯୋଜନା, ଇସ୍ରାଏଲର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ: ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବହୁତ ଭଲ ସମ୍ପର୍କ ରହିଛି। ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ସମ୍ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମ ନୋବେଲ୍ ପୁରସ୍କାର ପାଇଁ ପଠାଇଛନ୍ତି, କିନ୍ତୁ ଏହି ସମୟ ମଧ୍ୟରେ ଟ୍ରମ୍ପ ସମସ୍ୟାରେ ପଡ଼ିଥିବା ପରି … Read More

ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର ଠାବ, ବିପୁଳ ବିସ୍ଫୋରକ ଜବତ

ରାଉରକେଲା : ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର । ସର୍ଚ୍ଚ ଅପରେସନ ବେଳେ ୫ ବଙ୍କର ଠାବ ହୋଇଛି । ସରଣ୍ଡାରେ ମାଓବାଦୀ ବଙ୍କର ଭିତରେ ଗୋଳାବାରୁଦ ଗଛିତ ରଖିଥିବା ଗୁପ୍ତ ସୂଚନା ପାଇ ସର୍ଚ୍ଚ ଅପରେସନ୍ ଆରମ୍ଭ … Read More

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି … Read More

ୟୁକ୍ରେନ ଉପରେ ରୁଷର ବଡ଼ ଆକ୍ରମଣ

କିବ୍ : ୟୁକ୍ରେନ ଉପରେ ରୁଷ ପକ୍ଷରୁ ଏକ ବଡ଼ ଆକ୍ରମଣ କରାଯାଇଛି । ଏଥିରେ ୟୁକ୍ରେନର ବ୍ୟାପକ କ୍ଷୟକ୍ଷତି ହୋଇଛି ବୋଲି ୟୁକ୍ରେନୀୟ ବାୟୁସେନା କହିଛି । ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ଶୁକ୍ରବାର ରାତିରେ ରୁଷ … Read More

ଆଉ ନିର୍ବାଚନ ଲଢ଼ିବିନି, ଯୁବ ପିଢ଼ିକୁ ବାଟ ଛାଡ଼ିବି: ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ

ସମ୍ବଲପୁର : ସମ୍ବଲପୁରରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ । ରୋଜଗାର ମେଳାରେ ଯୋଗ ଦେବା ପାଇଁ ପହଞ୍ଚିଛନ୍ତି ଜୁଏଲ ଓରାମ ।  ଏହି ଅବସରରେ ଜୁଏଲ କହିଥିଲେ ମୁଁ ଆଉ ନିର୍ବାଚନ ଲଢ଼ିବି ନାହିଁ ।  ଯୁବ ପିଢ଼ିକୁ ବାଟ … Read More

ସେପ୍ଟେମ୍ବର ୨୫ କିମ୍ବା ୨୬ରେ ଛାତ୍ର ସଂସଦ ନିର୍ବାଚନ କରିବାକୁ ଉଚ୍ଚଶିକ୍ଷା‌ ବିଭାଗର ଯୋଜନା

ଭୁବନେଶ୍ବର: ଖୁବଶୀଘ୍ର ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ଛାତ୍ର ନେତାଙ୍କ ମଧ୍ୟରେ ଉତ୍କଣ୍ଠା ଜାରି ରହିଥିବା ବେଳେ ଏନେଇ ଏକ ତାରିଖ ସାମ୍ନାକୁ ଆସିଛି । କୁହାଯାଉଛି ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଗାମୀ ସେପ୍ଟେମ୍ବର ୨୫ କିମ୍ବା … Read More

ଜୈଶ-ଲସ୍କରର ଯୋଜନାର ଖୁଲାସା, ନେପାଳ ଦେଇ ଆତଙ୍କୀ ଅନୁପ୍ରବେଶ କରିବାକୁ ପାକିସ୍ତାନର ପ୍ଲାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ପୁଣି ଥରେ ଭାରତରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏନେଇ ଚେତାବନୀ ଦେଇଛନ୍ତି ନେପାଳର ଜଣେ ଶୀର୍ଷ ଅଧିକାରୀ। ଜୈଶ-ଏ-ମହମ୍ମଦ ଏବଂ ଲସ୍କର-ଏ-ତୈବା ଭଳି ଆତଙ୍କବାଦୀ ଗୋଷ୍ଠୀ ଭାରତ … Read More

ଚାକିରି ଦେବା ନାଁରେ ଠକେଇ, ନେଇଗଲେ ୧ଲକ୍ଷ ୫ ହଜାର ଟଙ୍କା

ବାଲେଶ୍ଵର  : ବାଲେଶ୍ଵର ଫକୀରମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲ୍ ରେ ଚାକିରି ଦେବା ନାଁରେ ଠକେଇ । ଚାକିରି କରାଇ ଦେବାକୁ କହି ୬୦ ହଜାର ଓ ଜାଲ ନିଯୁକ୍ତିପତ୍ର ଦେଇ ନେଇଗଲେ ୧ଲକ୍ଷ ୫ ହଜାର ଟଙ୍କା । ଏଭଳି … Read More

ବାଂଲାଦେଶୀ ସନ୍ଦେହରେ ଅଟକ ଥିବା ୧୦୧ ଜଣଙ୍କୁ ମୁକ୍ତ କଲା ଓଡିଶା

ଭୁବନେଶ୍ୱର: ବାଂଲାଦେଶୀ ନାଗରିକ ଏବଂ ରୋହିଙ୍ଗ୍ୟା ସନ୍ଦେହରେ ଝାରସୁଗୁଡା ଜିଲ୍ଲାର ହୋଲ୍ଡିଂ ସେଣ୍ଟରରେ ଅଟକ ଥିବା ଆଉ ୧୦୧ ଜଣ ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ମୁକ୍ତ କରିଛି। ସୋମବାର ଠାରୁ ୪୪୭ ଜଣଙ୍କୁ ବାଂଲାଦେଶୀ ସନ୍ଦେହରେ ପୋଲିସ ଗିରଫ କରିଥିଲା। ୩୦୨ … Read More