ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ‘ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ’। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ … Read More

ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହିତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଶାନ୍ତ୍ବନା … Read More

ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭଗ୍ୟ ସ୍ବାଗତ

ଭୁବନେଶ୍ୱର,୧୪ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇଲେ ଥିଲେ। ସେଠାରେ ତାଙ୍କୁ ଭଗ୍ୟ ସ୍ବାଗତ କରାଯାଇଥିଲା। ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି। ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ … Read More

ବିଜେପିର ସାଙ୍ଘାତିକ ଅଭିଯୋଗ: ବାଲେଶ୍ବର ଛାତ୍ରୀ ଘଟଣା ପଛରେ କଂଗ୍ରେସର ହାତ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ କଲେଜ ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏବେ ଶାସକ ବିଜେପି ସାଙ୍ଘାତିକ ଅଭିଯୋଗ ଆଣିଛି। ଏହି ଘଟଣା ପଛରେ ଛାତ୍ର କଂଗ୍ରେସର ହାତ ରହିଛି … Read More

ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର: ବାଲେଶ୍ବର ଘଟଣା ପରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଗିଦ୍ କରାଯାଇଛି। ଏହି ଘଟଣା ପରେ ସରକାରଙ୍କ ଚେତା ପଶିଛି। ସମସ୍ତ କଲେଜ ଏବଂ ବିଶ୍ବବିଦ୍ୟାଳୟରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ନେଇ ତାଗିଦ୍ କରାଯାଇଛି। ୨୪ ଘଣ୍ଟା ମଧ୍ୟରେ … Read More

ରାଧିକାଙ୍କ ଆଇଫୋନ ଖୋଲିବ କି ହତ୍ୟାର ରହସ୍ୟ!

ନୂଆଦିଲ୍ଲୀ: ଗୁରୁଗ୍ରାମରେ ଟେନିସ୍ ଖେଳାଳି ରାଧିକା ଯାଦବଙ୍କ ହତ୍ୟା ଏବେ ବି ରହସ୍ୟ ଘେରରେ ରହିଛି। ଝିଅ ହତ୍ୟା ମାମଲାରେ ବାପା ଦୀପକ ଯାଦବଙ୍କୁ ପୁଲିସ ଗିରଫ କରିଛି। ଦୀପକ ପୁଲିସ ସାମ୍ନାରେ ନିଜର ଦୋଷ ସ୍ବୀକାର କରି କହିଥିଲେ, ‘ରାଧିକାଙ୍କୁ … Read More

ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଲା ଭାରତ

ନୂଆଦିଲ୍ଳୀ: ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଇଛି ଭାରତ । ସାମୁଦ୍ରିକ ସୀମାରେ ଗ୍ରୀକ୍‌ ସେନା ସହ ମିଶି ଭାରତୀୟ ନୌସେନା ଯୁଦ୍ଧାଭ୍ୟାସ କରିଛି । ଏହାକୁ ନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସ୍‌ ‘ରେ ଫଟୋ … Read More

ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା, ଉଡାଣ କିଛି ସମୟରେ ଜଳିଗଲା ବିମାନ

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ଲଣ୍ଡନର ସାଉଥ୍‍ଏଣ୍ଡ ବିମାନବନ୍ଦରରୁ ଉଡାଣ ଭରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ସୂଚନା ମିଳିଛି … Read More

ଗାଜାରେ ଇସ୍ରାଏଲର ପୁଣି ଆକ୍ରମଣ, ୧୦୦ ମୃତ

ଗାଜା : ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ ଜାଣି ରହିଛି । ଇସ୍ରାଏଲ ସେନାର ସଦ୍ୟତମ ବିମାନ ଆକ୍ରମଣରେ ରବିବାର ସକାଳଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ୧୦୦ପାଲେଷ୍ଟାଇନୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ରହିଥିବା ବେଳେ ୨୦୦ରୁ … Read More

ଅସୀମ ଘୋଷ ହରିୟାଣା ଓ ଅଶୋକ ଗଜପତି ଗୋଆ ରାଜ୍ୟପାଳ ନିଯୁକ୍ତ, କବିନ୍ଦର ଗୁପ୍ତାଙ୍କୁ ଲଦାଖ ଦାୟିତ୍ଵ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଟି ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୁସାପତି ଅଶୋକ ଗଜପତି ରାଜୁଙ୍କୁ ଗୋଆର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ … Read More