୨୦୨୭ ଆର୍ଥିକ ବର୍ଷରେ ଲାଗୁ କରାଯାଇପାରେ ଅଷ୍ଟମ ବେତନ କମିଶନ

ନୂଆଦିଲ୍ଲୀ,୧୪।୭: ଦେଶର ୪୪ ଲକ୍ଷ ସରକାରୀ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଅଷ୍ଟମ ବେତନ କମିଶନ ଲାଗୁ ହେବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ବର୍ଷ ପ୍ରାରମ୍ଭରେ, କେନ୍ଦ୍ର କ୍ୟାବିନେଟ ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ … Read More

ଆଜମ ଖାଁଙ୍କୁ ଝଟକା, ମାମଲା ସ୍ଥାନାନ୍ତରଣ ଆବେଦନ ଖାରଜ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ମହମ୍ମଦ ଆଜମ ଖାଁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ୨୦୦୭ ମସିହାରେ ଦିଆଯାଇଥିବା ଏକ କଥିତ ଉତ୍ତେଜନାପୂର୍ଣ୍ଣ ଭାଷଣ ମାମଲାରେ, ସେ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ଦାବି କରିଥିଲେ, … Read More

ସେନାଶକ୍ତିକୁ ମଜଭୁତ କରିବା ପାଇଁ ଆଉ ପାଦେ ଆଗକୁ ବଢୁଛି ଦେଶ: ନିର୍ମାଣ କରିବ ସୁଇସାଇଡ୍ ଡ୍ରୋନ୍

ନୂଆଦିଲ୍ଳୀ: ଭାରତ ନିଜର ସେନାଶକ୍ତିକୁ ମଜଭୁତ କରିବା ପାଇଁ ଆଉ ପାଦେ ଆଗକୁ ବଢୁଛି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରତାର ଏକ ବଡ଼ ପଦକ୍ଷେପ ସ୍ୱରୂପ ଭାରତ ଏକ ଦୂରଗାମୀ ଆତ୍ମଘାତୀ ଡ୍ରୋନ୍ (ସୁଇସାଇଡ୍ ଡ୍ରୋନ୍) ନିର୍ମାଣ କରିବାକୁ ଯୋଜନା କରୁଛି … Read More

ସବୁ ବିମାନର ଇନ୍ଧନ ସ୍ବିଚ୍ ଯାଞ୍ଚ ହେବ : ଡିଜିସିଏ

ନୂଆଦିଲ୍ଲୀ : ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି)ର ତଦନ୍ତ ରିପୋର୍ଟ ପରେ, ଭାରତର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଡିଜିସିଏ କହିଛନ୍ତି ଯେ ଦେଶରେ ଚାଲୁଥିବା ସମସ୍ତ ବିମାନଗୁଡ଼ିକର ଯାଞ୍ଚ ବାଧ୍ୟତାମୂଳକ ହେବ। … Read More

ରାଧିକାଙ୍କ ମୃତ୍ୟୁପରେ ଲଭ୍ ଜିହାଦକୁ ନେଇ ପ୍ରିୟ ସାଙ୍ଗଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଟେନିସ୍ ଖେଳାଳି ରାଧିକା ଯାଦବଙ୍କୁ ତାଙ୍କ ବାପା ଦୀପକ ଯାଦବ ଗୁରୁଗ୍ରାମରେ ଘର ଭିତରେ ଗୁଳି କରି ହତ୍ୟା କରିଥିଲେ। ଏହି ହତ୍ୟା ଘଟଣା ପରେ ଦୀପକଙ୍କୁ ପୁଲିସ ଗିରଫ କରିଥିଲା। କୋର୍ଟ ଦୀପକଙ୍କୁ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ … Read More

ମୁଁ ନିଜକୁ ମଧ୍ୟ ପକ୍ଷଭୁକ୍ତ କରୁଛି: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ପୀଡିତା ଏବେ କ୍ରିଟିକାଲ କେୟାର ସେଣ୍ଟରରେ ଅଛନ୍ତି। ମୁଁ ତାଙ୍କ ପରିବାରଙ୍କୁ ଭେଟିଲି । ଏହା ଅତି ଦୁର୍ଭାଗ୍ୟ ଜନକ ଘଟଣା। ପୀଡ଼ିତା ପରିବାରଙ୍କୁ … Read More

କଙ୍ଗାରୁ କୋର୍ଟକୁ ନେଇ ମୁହଁ ଖୋଲିଲେ ଆଇନମନ୍ତ୍ରୀ: ଏଣିକି ମିଳିବ କଡ଼ା ଦଣ୍ଡ

ଭୁବନେଶ୍ୱର,୧୪।୭: ରାଜ୍ୟରେ ହେଉଥିବା କଙ୍ଗାରୁ କୋର୍ଟକୁ ନେଇ ଆଇନମନ୍ତ୍ରୀ ସୋମବାର ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଯୁବତୀଯୁବକଙ୍କୁ କଙ୍ଗାରୁ କୋର୍ଟକୁ ଟାଣିବା ଅତ୍ୟନ୍ତ ଅନୈତିକ କାମ। ଏହା ଏକ ଘୃଣ୍ୟ ପ୍ରଥା, ଆଇନ ହାତକୁ ନେଲେ ଦଣ୍ଡିତ ହେବେ। କଙ୍ଗାରୁ … Read More

ଓଡ଼ିଶାରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି

ଭୁବନେଶ୍ୱର,୧୪।୭: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସୋମବାର ଆକଳନ କରିଛନ୍ତି। ଅବପାତ ଜନିତ ବର୍ଷା ବନ୍ୟା … Read More

ଗୁପ୍ତେଶ୍ୱରରେ ୧୨ ହଜାରରୁ ଉର୍ଦ୍ଧ୍ବ କାଉଡ଼ିଆ: ପ୍ରଶାସନିକ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ବୈପାରିଗୁଡା: ଜୁଲାଇ ୧୪ ତାରିଖ ଶ୍ରାବଣ ମାସର ପ୍ରଥମ ସୋମବାରରେ ବୋଲବମ ଧ୍ୱନିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ ପ୍ରକମ୍ପିତ ହୋଇଛି। ମହାଦେବଙ୍କୁ ଜଳାଭିଷେକ ନିମନ୍ତେ ଶୈବପୀଠରେ ବଡ଼ି ଭୋରରୁ ଭିଡ଼ ଦେଖିବାକୁ ମିଳିଥିଲା । ନୀତି ନିର୍ଘଣ୍ଟ ଅନୁଯାୟୀ, … Read More

ପୂର୍ବ ସରକାରଙ୍କର ଭୁଲ୍ ପାଇଁ ନିଷ୍କାସନ ହୋଇ ପାରୁନି ବର୍ଷା ଜଳ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବ‌ର: ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ବଢୁଛି। ସ୍ଥାୟୀ ସମାଧାନ ପାଇଁ ଏବେ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ବିଭିନ୍ନ ନଦୀର ଗତିପଥକୁ ସଫା କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଖୁବଶୀଘ୍ର ସରକାର ନଦୀ ସଫେଇ ଅଭିଯାନ ଆରମ୍ଭ … Read More