ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ … Read More

ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା

ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ … Read More

ଶୁଭାଂଶୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଐତିହାସିକ ମହାକାଶ ମିସନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ ଯାତ୍ରା କରିଥିବା ଗ୍ରୁପ୍ କ୍ୟାପ୍ଟେନ୍ … Read More

ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ବିଚାର ବିଭାଗୀୟ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର: ଏଫଏମ ସ୍ୱୟଂଶାସିତ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ବିଜେଡି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ … Read More

ୟେମେନରେ ନିମିଶାଙ୍କ ଫାଶୀ ସ୍ଥଗିତ, ରାତି ପାହିଲେ ମିଳିଥା’ନ୍ତା ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ: ସ୍ଥଗିତ ରହିଲା କେରଳର ନର୍ସ ନିମିଶା ପ୍ରିୟାଙ୍କ ଫାଶୀ। କେରଳ ନିବାସୀ ଭାରତୀୟ ନର୍ସ ନିମିଶା ପ୍ରିୟାଙ୍କୁ ୟେମେନରେ ହେବାକୁ ଥିବା ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖାଯାଇଛି। ନିମିଶା ପ୍ରିୟାଙ୍କ ବ୍ୟବସାୟିକ ସହଯୋଗୀ ତଲାଲ ଅବଦୋ ମହଦିଙ୍କ ହତ୍ୟା ମାମଲାରେ ତାଙ୍କୁ … Read More

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ୭ଦିନ ଭିତରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି। ନୂଆଦିଲ୍ଲୀସ୍ଥିତ … Read More

ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ

ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ … Read More

ରେଭେନ୍ସା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ, ଭାରତୀୟ ମୂଲ୍ୟବୋଧକୁ ଜୀବନର ଦୀକ୍ଷା ଭାବେ ଗ୍ରହଣ କର : ରାଷ୍ଟ୍ରପତି

କଟକ : କଟକର ଭିନ୍ନ ଭିନ୍ନ ଜାଗାରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମହାମହିମ ରାଷ୍ଟ୍ରପତି । ପ୍ରଥମେ ରେଭେନ୍ସା ବିଶ୍ବବିଦ୍ୟାଳୟରେ ପହଞ୍ଚି ବିଶ୍ଵବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ପରେ ପରେ ରେଭେନ୍ସା ବାଳିକା ବିଦ୍ୟାଳୟରେ ପହଞ୍ଚି ବିଦ୍ୟାଳୟ … Read More

ଭାରତରେ ଖୋଲିଲା ଟେସ୍‌ଲା ଶୋ’ରୁମ୍‌, ସାମ୍ନାକୁ ଆସିଲା ପ୍ରଥମ ଝଲକ୍

ମୁମ୍ବଇ: ଲୋକପ୍ରିୟ ବୈଦ୍ୟୁତିକ କାର୍ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ ହୋଇଛି। ମୁମ୍ବଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ମେକର ମ୍ୟାକ୍ସିଟି ମଲ୍‌ରେ ଟେସ୍‌ଲା ଶୋ’ରୁମ୍ ଖୋଲିଛି। … Read More

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି।  ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି ।  ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ।  ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ … Read More