ମହାକାଶରୁ ବାହୁଡ଼ିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ଭାରତୀୟ ସମୟାନୁସାରେ, … Read More

ସୌମ୍ୟାଶ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, କହିଲେ ଦାୟୀ ବ୍ୟକ୍ତିଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ

ଭୁବନେଶ୍ୱର : କଠୋର କାର୍ଯ୍ୟାନୁଷ୍ଠାନ ହେବ । ଛାତ୍ରୀ ମୃତ୍ୟୁ ଘଟଣାରେ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ । ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ସେସିଆଲ … Read More

ରାଜନୀତି କରନି, ସରକାରଙ୍କ ଉପରେ ବିଶ୍ୱାସ ଅଛି: ମୃତ ସୌମ୍ୟାଶ୍ରୀଙ୍କ ବାପା

ଭୁବନେଶ୍ୱର: ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ପରେ ମଙ୍ଗଳବାର ଦିନ ଶୋକାକୁଳ ପରିବେଶରେ ପୈତୃକ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଯୌନ ନିର୍ଯାତନାର ଅଭିଯୋଗରେ ନ୍ୟାୟ ପାଇବା ପାଇଁ ଆତ୍ମଦାହ କରିଥିବା ସୌମ୍ୟାଶ୍ରୀ ବିସି ସୋମବାର ବିଳମ୍ବିତ ରାତିରେ … Read More

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ Xରେ ପୋଷ୍ଟ କରି ରାହୁଲ ଉଲ୍ଲେଖ କରିଛନ୍ତି ଯେ ନ୍ୟାୟ ପାଇଁ ଲଢୁଥିବା ଝିଅକୁ ସିଧା ବିଜେପି ସିଷ୍ଟମ ଦ୍ବାରା … Read More

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣା: ୫ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ୫ ‌ଅଭିଯୁକ୍ତଙ୍କୁ ଜାମିନ। ଗିରଫ ୫ ଅଭିଯୁକ୍ତଙ୍କୁ ଜାମିନ୍ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌। ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, … Read More

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କଲେ ନବୀନ, କହିଲେ ଏହା ଏକ ଯୋଜନାବଦ୍ଧ ଅନ୍ୟାୟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏମସରେ ଚିକିତ୍ସିତ ହେଉଥିବା ବାଲେଶ୍ବର ଏଫଏମ କଲେଜ ପୀଡ଼ିତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ ।  … Read More

ଆସନ୍ତା ୩ ମାସ ଭିତରେ ଇ-କେୱାଇସି ନକଲେ ରାଶନ କାର୍ଡ କଟାଯିବ : ମନ୍ତ୍ରୀ

ଭୁବନେଶ୍ୱର: ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ । … Read More

ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ

ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ଅନ୍ତର୍ଗତ ପିଲୁର ଏବଂ ଟେକାମେଟା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମାଓବାଦୀମା​‌ନେ ଗାଁକୁ … Read More

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ … Read More

ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ

ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ ପୁରୀ ପୌରସଂସ୍ଥା ପ୍ରସ୍ତାବରେ ଯୋଡ଼ି ସରକାରଙ୍କୁ … Read More