ପହଲଗାମ ଆକ୍ରମଣ ପରେ ସେଲିବ୍ରେସନ କରିଥିଲେ ଆତଙ୍କବାଦୀ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ଭାରତର ବିଭିନ୍ନ ରାଜ୍ୟର ପର୍ଯ୍ୟଟକଙ୍କ ସମେତ କିଛି ସ୍ଥାନୀୟ ନାଗରିକ ସାମିଲ ଥିଲେ।ପହଲଗାମରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ … Read More

ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା, କଂଗ୍ରେସ କର୍ମୀଙ୍କୁ ଜଗିବ ଏଆଇ ଓ ଡ୍ରୋନ୍‌

ଭୁବନେଶ୍ୱର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା, … Read More

ପୋଲିସର ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା

ଭୁବନେଶ୍ୱର : ବିଜେଡିର ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ପୋଲିସର ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା ।  ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା ।  … Read More

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ। ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି … Read More

ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର; ପାକିସ୍ତାନ ସୀମାରେ ହେବ ମୁତୟନ

ବଢ଼ିବ ସେନାର ବଳ। ଆସନ୍ତା ସପ୍ତାହ ସୁଦ୍ଧା ଭାରତକୁ ମିଳିବ ୩ ଲଢ଼ୁଆ ଆପାଚି ହେଲିକପ୍ଟର । ଏହି ଲଢ଼ୁଆ ହେଲିକପ୍ଟରକୁ ପାକିସ୍ତାନ ସୀମାରେ ମୁତୟନ କରାଯିବ ବୋଲି ସୂଚନା ମିଳିଛି । ଆସନ୍ତା ୨୧ରେ ଏହି ଲଢ଼ୁଆ ହେଲିକପ୍ଟର ଭାରତରେ … Read More

‘ଓଡିଶା ସରକାରଙ୍କ ସମସ୍ତ ଗୁଳି ସରିବା ଯାଏ ଲଢିବ ବିଜେଡି’: ପୋଲିସ୍ ଆକ୍ସନ ନେଇ ବର୍ଷିଲେ ସଂତୃପ୍ତ ମିଶ୍ର

ଭୁବନେଶ୍ବର: ବାଲେଶ୍ବର ଏଫଏମ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ମୁହଁମୁହିଁ ହୋଇଥିଲା ପୋଲିସ୍ ବିଜେଡି କର୍ମୀ । ଯେଉଁଥିରେ ଆନ୍ଦୋଳନକାରୀ ବିଜେଡି ନେତାଙ୍କୁ ପୋଲିସ୍ … Read More

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କାର୍ଡାଭାରିକ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର। ଗତ କାଲି ବିଳମ୍ବିତ ରାତିରେ କାଡାଭୋରିକ୍ କିଡନି ପ୍ରତିରୋପଣ ହୋଇଛି । ସୌମ୍ୟଙ୍କ ପାଇଁ ଲକ୍ଷ୍ମୀନାରାୟଣ ପାଇଲେ ନୂଆ ଜୀବନ । ପୁରା ପରିବାରରେ ଖେଳିଯାଇଛି ଆନନ୍ଦର … Read More

ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିବା ଯୁବକଙ୍କ ମା‘ଙ୍କ ସହ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସିନା ସୌମ୍ୟାଶ୍ରୀ ନାହାନ୍ତି, ହେଲେ ତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିବା ଯୁବକ ଜଣଙ୍କ ପୋଡାଜଳା ଯନ୍ତ୍ରଣା ସହ ଯୁଝି ହେଉଛନ୍ତି । ହେଲେ ତାଙ୍କୁ ଅଣଦେଖା କରାଯାଇଛି । ଯାହା ବିଭିନ୍ନ ଗଣମାଧ୍ୟମରେ ଆଜି ସକାଳୁ … Read More

ଭାରତ ଓ ଚୀନକୁ ଟାର୍ଗେଟ କଲେ ନାଟୋର ମହାସଚିବ ମାର୍କ ରୁଟେ

ନୂଆଦିଲ୍ଲୀ: ୟୁକ୍ରେନ ଉପରେ ଋଷର ଆକ୍ରମଣକୁ ନେଇ ପାଶ୍ଚାତ୍ୟ ଦେଶ ଏବଂ ଋଷ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି । ଏହାରି ଭିତରେ ନାଟୋର ମହାସଚିବ ମାର୍କ ରୁଟେ ଏକ କଡ଼ା ଚେତାବନୀ ଦେଇଛନ୍ତି, ଯାହାର ସିଧାସଳଖ ସଙ୍କେତ ଭାରତ ଏବଂ ଚୀନ … Read More

ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, ଝାଡାବାନ୍ତିରେ ୧ ମୃତ୍ୟୁ

ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ।  ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ ପରିସ୍ଥିତି … Read More