ନିମିଷାଙ୍କୁ କ୍ଷମା ପାଇଁ ମନା କଲେ ପୀଡ଼ିତଙ୍କ ପରିବାର

ନୂଆଦିଲ୍ଲୀ: ୟେମେନରେ ମୃତ୍ୟୁ ଦଣ୍ଡାଦେଶ ପାଇଥିବା ଭାରତୀୟ ନର୍ସ ନିମିଷା ପ୍ରିୟାଙ୍କ ବଞ୍ଚିବାର ଶେଷ ଆଶା ମଉଳି ଯାଇଛି। ବ୍ଲଡ ମନି (କ୍ଷତିପୂରଣ ଅର୍ଥ) ବଦଳରେ ନିମିଷାଙ୍କୁ କ୍ଷମା ଦେବାକୁ ମନା କରି ଦେଇଛନ୍ତି ପୀଡିତଙ୍କ ପରିବାର ସଦସ୍ୟ। ନିମିଷାଙ୍କ ଦ୍ବାରା … Read More

ନାଟୋ ମୁଖ୍ୟଙ୍କୁ ଭାରତର କଡ଼ା ଜବାବ

ନୂଆଦିଲ୍ଲୀ: ରୁଷ-ୟୁକ୍ରେନ ଯୁଦ୍ଧ ପ୍ରସଙ୍ଗରେ ଭାରତକୁ କଡ଼ା ଚେତାବନୀ ଦେଇଥିବା ନାଟୋ ମୁଖ୍ୟ ମାର୍କ ରୁଟ୍‌ଙ୍କୁ ଦୃଢ଼ ଜବାବ ଦେଇଛି ଭାରତ। ରୁଷ ସହିତ ବାଣିଜ୍ୟିକ ସମ୍ପର୍କ ରଖୁଥିବା ଭାରତ, ବ୍ରାଜିଲ, ଚୀନ ଉପରେ ସାଙ୍କସନ ଲାଗୁ କରାଯିବ ବୋଲି ରୁଟ୍‌ … Read More

ସୁନା ଚୋରା ଚାଲାଣ; ୧ବର୍ଷ ଜେଲରେ ରହିବେ ଅଭିନେତ୍ରୀ

ନୂଆଦିଲ୍ଲୀ: ସୁନା ଚୋରା ଚାଲାଣ ଘଟଣାରେ ସାଉଥ୍‍ ଅଭିନେତ୍ରୀ ରଣ୍ୟା ରାଓଙ୍କୁ ମିଳିଲାନି ଆଶ୍ୱସ୍ତି । ଫଳରେ ଗୋଟିଏ ବର୍ଷ ଜେଲ ଦଣ୍ଡ ଭୋଗିବେ ଏହି ଅଭିନେତ୍ରୀ ଜଣଙ୍କ । ଏନେଇ ବିଦେଶୀ ମୁଦ୍ରା ସଂରକ୍ଷଣ ଏବଂ ଚୋରାଚାଲାଣ ନିବାରଣ ଆଇନ … Read More

ଏହି ମହିଳାଙ୍କୁ ମାଗଣାରେ ମିଳିବ ବସଯାତ୍ରାର ସୁଯୋଗ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଡିଟିସି ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରା ସୁବିଧା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି ଯେ ଏବେ ଏହି ସୁବିଧା କେବଳ ଦିଲ୍ଲୀର ମହିଳାମାନଙ୍କ ପାଇଁ ହେବ, … Read More

ଆରସିବିକୁ ଝଟକା : ଦଳାଚକଟା ମାମଲାରେ ଚାଲିବ ଫୌଜଦାରୀ ମାମଲା

ନୂଆଦିଲ୍ଲୀ : ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍‌ ୨୦୨୫ର ବିଜୟର ମୁକୁଟ … Read More

ୟୁଲିଆ ସ୍ବିରିଡେଙ୍କୋ: ୟୁକ୍ରେନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

କିଭ୍: ରୁଷ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ ତାର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚୟନ କରିଛି। ବୁଧବାର ଦିନ ୟୁକ୍ରେନ୍ ସଂସଦ ଭରଖେଭନା ରାଡାରେ ନିଆଯାଇଥିବା ଏକ ଐତିହାସିକ ନିଷ୍ପତ୍ତିରେ, ୟୁଲିଆ ସ୍ବିରିଡେଙ୍କୋଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ … Read More

ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଚିଠି ଲେଖି ଉତ୍ତର ମାଗିଲେ ଡିମ୍ପଲ ଯାଦବ

ନୂଆଦିଲ୍ଲୀ: ନିକଟରେ ଯୋଗୀ ସରକାର ନେଇଥିବା ନିଷ୍ପତ୍ତିକୁ ସମାଜବାଦୀ ପାର୍ଟି ସାଂସଦ ଡିମ୍ପଲ ଯାଦବ ବିରୋଧ କରି ଜିଲ୍ଲା ମାଜିଷ୍ଟ୍ରେଟ୍ ମୈନପୁରୀଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଡିମ୍ପଲ ଯାଦବ ଜିଲ୍ଲାରେ ସ୍କୁଲଗୁଡ଼ିକୁ ବନ୍ଦ/ମିଶ୍ରଣ/ଯୋଡ଼ିବା ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ ଶ୍ରେଣୀଗୁଡ଼ିକର ବିସ୍ତୃତ … Read More

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ … Read More

ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ

ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍‌ … Read More

ସୁଶାସନ ପାଇଁ ଏଆଇର ଉପଯୋଗ ହେବ

ଭୁବନେଶ୍ବର: ସୁଶାସନ ପାଇଁ ଏଆଇ ବ୍ୟବହାର କରାଯିବ। ଜାତୀୟ ସୁଶାସନ କର୍ମଶାଳରେ ଓଡ଼ିଶା ମଡେଲ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି। ସୁଶାସନ … Read More