ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍ … Read More