ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ … Read More

ଟଲି ମାଗି ଝିଅର ମୃତଦେହକୁ ଡାକ୍ତରଖାନା ନେଲେ ବାପା

ବାଲିଆପାଳ : ପୁଣି  ଥରେ ଶବକୁ ଅସମ୍ମାନ କରାଯାଇଛି। ରଶି ଲଗାଇ ଆତ୍ମହତ୍ୟା କରିଥିବା ଝିଅର ଶବ ବ୍ୟବଚ୍ଛେଦ ପାଇଁ ଟଙ୍କା ନଥିବା ଯୋଗୁଁ ଟଲି ସାହାଯ୍ୟରେ ଘରଠାରୁ ୬ କିଲୋମିଟର ଦୂର ଡାକ୍ତରଖାନାକୁ ନେଇଛି ଗରିବ ଆଦିବାସୀ ବାପା । … Read More

ହୀରାକୁଦ ଡ୍ୟାମର ପୁଣି ଖୋଲିଲା ୨ଟି ଗେଟ୍‌

ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ୨ଟି ସ୍ଲୁଇସ୍‌ ଗେଟ୍‌ କୁ ଖୋଲିଦିଆଯାଇଛି । ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ … Read More

ଆସନ୍ତା ୨୪ ତାରିଖରେ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ

ଭୁବନେଶ୍ବର:ଖୁବ୍ ଶୀଘ୍ର କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ। ଏହାଛଡ଼ା ଏକ ସ୍ୱତନ୍ତ୍ର ମହିଳା ସୁରକ୍ଷା ଆପ୍ ବି ଲଞ୍ଚ କରିବ କଂଗ୍ରେସ। ଏହାଛଡ଼ା ଆସନ୍ତା ୨୪ ତାରିଖ ଦିନ ରାଜ୍ୟ ସାରା କଂଗ୍ରେସ ପାଳନ କରିବ ଶ୍ରଦ୍ଧାଞ୍ଜଳି ଦିବସ। … Read More

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା; ୨୧ରୁ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ

ଭୁବନେଶ୍ୱର: ସୌମ୍ୟାଶ୍ରୀ ଆତ୍ମାହୂତି ଘଟଣାରେ ତାଙ୍କ ମୃତ୍ୟୁ ପାଇଁ ବ୍ୟବସ୍ଥାଗତ ବିଫଳତାକୁ ଦାୟୀ କରି ଓ ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିଜୁ ଜନତା ଦଳ ତରଫରୁ ବିଭିନ୍ନ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ, ଆସନ୍ତା ଜୁଲାଇ ୨୧ ତାରିଖରେ … Read More

ବନ୍ୟା ଯୋଗୁଁ ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର

କେନ୍ଦ୍ରାପଡା: ଘରେ ପାଣି, ଗାଁ ଚାରିପଟେ ପାଣି। ବନ୍ୟା ଯୋଗୁଁ କଲବଲ ହେଉଛନ୍ତି ଲୋକେ । ଏପଟେ ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର। କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ ଦେଖାଦେଇଛି । ବ୍ରାହ୍ମଣୀ ନଦୀ ପାଣି ଗାଁ ଭିତରକୁ … Read More

ଇସ୍ରାଏଲ ଆକ୍ରମଣ ଭୟରେ ସିରିୟା ଛାଡ଼ି ପଳାଇଲେ ରାଷ୍ଟ୍ରପତି ଓ ପ୍ରତିରକ୍ଷା ମନ୍ତ୍ରୀ

ଦମାସ୍କସ୍: ସିରିଆର ରାଷ୍ଟ୍ରପତି ଅହମଦ ଅଲ ଶାରା ଏବଂ ପ୍ରତିରକ୍ଷା ମନ୍ତ୍ରୀ ନିଜ ନିଜ ପରିବାର ସହିତ ରାଜଧାନୀ ଦମାସ୍କସ୍ ଛାଡି ପଳାଇଥିବା ସୂଚନା ମିଳିଛି। ସରକାରୀ ସୂତ୍ରକୁ ଉଦ୍ଧାର କରି ଅଲ ମାୟାଦିନ ଖବରକାଗଜ ଏହି ଦାବି କରିଛି। ଅଲ … Read More

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର : ପୁଣି ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ୨୩ ତାରିଖରୁ … Read More

ବିହାରକୁ ମିଳିଲା ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପହାର, ଭେଟି ଦେଲେ ୭୨୧୭କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ: ବିହାରରେ ଆଗକୁ ହେବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ବିିଭିନ୍ନ ଦଳର ନେତାମାନେ ସେଠାକୁ ଯାଇ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଏହି ଧାରାରେ ଶୁକ୍ରବାର ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋତିହାରୀ ଜିଲ୍ଲା ଗସ୍ତ କରିଥିଲେ। ୭୨୧୭ କୋଟି … Read More

ପ୍ରକାଶ ପାଇଲା instant ରେଜଲ୍ଟ , ପାସ ହାର ୯୦.୫୭ %

ଭୁବନେଶ୍ୱର :  ପ୍ରକାଶ ପାଇଲା +୨ ତତ୍କାଳ ପରୀକ୍ଷା ଫଳ । ସମୁଦାୟ ୧୦୦୮ ପରୀକ୍ଷାତ୍ରୀ ପରୀକ୍ଷା ଦେଇଥିବା ବେଳେ ସମୁଦାୟ ୯୧୩ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସମୁଦାୟ ପାସ୍ ହାର ରହିଛି ୯୦.୫୭ % । ଚଲିତ ବର୍ଷ … Read More