‘ବଳଙ୍ଗା ପୀଡ଼ିତାଙ୍କ ଚିକିତ୍ସାରେ ନିୟୋଜିତ ଅଛନ୍ତି ୧୪ ଜଣିଆ ଟିମ୍’
ଭୁବନେଶ୍ବର: ଦେହରେ ନିଆଁ ଲାଗି ଏମ୍ସରେ ଭର୍ତ୍ତି ହୋଇଥିବା ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ … Read More
