ଟ୍ରମ୍ପଙ୍କ ନୂଆ ଦାବି ଭାରତ-ପାକ୍ ସଂଘର୍ଷରେ ଖସିଥିଲା ୫ ବିମାନ
ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସମୟରେ ୪-୫ଟି ଲଢ଼ୁଆ ବିମାନ ଖସାଇ ଦିଆଯାଇଥିଲା। ସେ ପୁଣି ଥରେ ଦାବି କରିଛନ୍ତି ଯେ ସେ ବାଣିଜ୍ୟଚୁକ୍ତି … Read More
