ଫକୀର ମୋହନ କଲେଜରେ କ୍ରାଇମବ୍ରାଞ୍ଚ ଡିଜି, ଚାଲିଛି ପଚରାଉଚରା

ବାଲେଶ୍ୱର : ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା ।  ଆଜି କ୍ରାଇମବ୍ରାଞ୍ଚ ଡି ଜି ବିନୟତୋଶ ମିଶ୍ର ବାଲେଶ୍ଵରରେ ପହଞ୍ଚି ତଦନ୍ତ ଦାୟିତ୍ୱରେ ଥିବା ଅଧକାରୀଙ୍କ ସହ ଘଟଣା ସମ୍ପର୍କରେ ସମୀକ୍ଷା କରିଥିଲେ ।  ପରେ … Read More

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ଆଜି ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ … Read More

ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପୋଲିସ ଡିଜି

ବଳଙ୍ଗା : ପୁରୀ ବଳଙ୍ଗା ବାୟାବରରେ ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ । ଘଟଣାର ୩୬ ଘଣ୍ଟା ପରେ ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ନା ଚିହ୍ନଟ ହୋଇଛନ୍ତି ।  ଆଜି ଖୋଦ୍ … Read More

ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତର ଯୋଜନା, ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପରେ ସାମରିକ ଘାଟୀ

ନୂଆଦିଲ୍ଲୀ : ଆରବ ମହାସାଗରରେ ଚୀନ୍‌କୁ ଚେକ୍‌ ଦେବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରଣନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପକୁ ଅଧିଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ପ୍ରତିରକ୍ଷା ଘାଟୀ ଭାବେ ବ୍ୟବହାର କରାଯିବ। ଏବେ … Read More

ସୁନାବେଡା ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି … Read More

ପରଲୋକରେ ‘ଡନ୍’ ନିର୍ଦ୍ଦେଶକ, ୫୬ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଚନ୍ଦ୍ର ବାରୋଟ

ବଲିଉଡର ଆଇକନିକ ଫିଲ୍ମ ‘ଡନ’ର ନିର୍ଦ୍ଦେଶକ ଚନ୍ଦ୍ର ବାରୋଟଙ୍କର ମୁମ୍ବାଇରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ସେ ଗତ ସାତ ବର୍ଷ ଧରି ପଲମୋନାରୀ ଫାଇବ୍ରୋସିସ ରୋଗରେ ପୀଡିତ ଥିଲେ। ସେ ଗୁରୁ ନାନକ … Read More

ବଳଙ୍ଗା ଥାନା ଘେରିଲେ ବିଜେଡି କର୍ମୀ, ଆନ୍ଦୋଳନ ବେଳେ ପୋଲିସ ସହ ଧସ୍ତାଧସ୍ତି

ପୁରୀ : ବଳଙ୍ଗାରେ ବିଜେଡିର ବିକ୍ଷୋଭ । ବଳଙ୍ଗା ଥାନା ଘେରିଲେ ବିଜେଡି କର୍ମୀ ।  ଛାତ୍ରୀଙ୍କୁ ଜିଅନ୍ତା ଜାଳି ହତ୍ୟା ଉଦ୍ୟମ ମାମଲାରେ ବଳଙ୍ଗା ଥାନା ଘେରିଲା ବିଜେଡି । ଆନ୍ଦୋଳନ ବେଳେ ପୋଲିସ ସହ ବିଜେଡି କର୍ମୀଙ୍କ ଠେଲାପେଲା, ଧସ୍ତାଧସ୍ତି … Read More

ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଦାବିରେ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ

ପୁରୀ: ପୁରୀ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ । ପିସିସିର ସାଧାରଣ ସମ୍ପାଦକ ୟାସିର ନବାଜଙ୍କ ନେତୃତ୍ୱରେ ଶତାଧିକ ଯୁବ କଂଗ୍ରେସ କର୍ମୀ ଏସପିଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏଥିସହ ଆଇନମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ … Read More

ଗତ ୫ବର୍ଷ ମଧ୍ୟରେ କୈଳାସ ପର୍ବତରେ ହେଉଥିବା ପରିବର୍ତ୍ତନ ବଡ଼ଚିନ୍ତାର କାରଣ ପାଲଟିଛି

ନୂଆଦିଲ୍ଲୀ: ପାଞ୍ଚ ବର୍ଷର ବ୍ୟବଧାନ ପରେ ସିକ୍କିମର ନାଥୁଲା ଗିରିପଥ ଦେଇ କୈଳାସ ମାନସରୋବର ଯାତ୍ରା ପୁଣି ଥରେ ଆରମ୍ଭ ହୋଇଛି । ୨୦୨୦ରେ ଭାରତ ଓ ଚୀନ ମଧ୍ୟରେ ହୋଇଥିବା ଗଲଓ୍ବାନ ସଂଘର୍ଷ ପରେ କୈଳାସ ମାନସରୋବର ଯାତ୍ରାକୁ ବନ୍ଦ … Read More

OTET ପରୀକ୍ଷା ବନ୍ଦ ପରେ ନିରାଶ ହେଲେ ପରୀକ୍ଷାର୍ଥୀ

ରାତି ଅଧିଆ ବନ୍ଦ ହେଲା ଓଟିଇଟି ପରୀକ୍ଷା । ନିରାଶ ହେଲେ ପରୀକ୍ଷାର୍ଥୀ । ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ … Read More