ୟୁ.ଏଲ୍.ବି. ଗୁଡ଼ିକରେ ବିଚାରାଧୀନ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ
ଭୁବନେଶ୍ବର: ନାଗରିକ-କୈନ୍ଦ୍ରିକ ସହରାଞ୍ଚଳ ଶାସନକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ରାଜ୍ୟର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଗୁଡ଼ିକରେ ସମସ୍ତ ବିଚାରାଧୀନ ଅଭିଯୋଗର ସମାଧାନ ପାଇଁ ଏକ “ଉତ୍ସର୍ଗୀକୃତ ସ୍ୱତନ୍ତ୍ର ଅଭିଯାନ” … Read More
