ଅଭାବନୀୟ ଘଟଣା; ପୁଲିସ ଅଧିକାରୀଙ୍କୁ ହତ୍ୟା କଲା ପ୍ରେମିକ
ନୂଆଦିଲ୍ଲୀ: ଗୁଜରାଟର କଚ୍ଛ ଜିଲ୍ଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଅଧିକାରୀଙ୍କ ହତ୍ୟାକାରୀଙ୍କୁ ପୁଲିସ ଗିରଫ କରିଛି। ଗିରଫ ପ୍ରେମିକଙ୍କ … Read More
