ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା, ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଲେ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନଖର ସୋମବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି, ଯାହାଫଳରେ ଦେଶର ରାଜନୈତିକ ମହଲରେ ହଠାତ୍ ଚର୍ଚ୍ଚା ସୃଷ୍ଟି ହୋଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି।  ସମ୍ବିଧାନର … Read More

ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର … Read More

ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଅଭିଯୋଗ , ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ମାଗିଲେ ନ୍ୟାୟ

ଆଠଗଡ଼: ଶ୍ରୀ ଶ୍ରୀ ଧବଳେଶ୍ଵର ମହାବିଦ୍ୟାଳୟରେ ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଦେବା ଘଟଣା ।  ଗତ ୨୦ରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ନ୍ୟାୟ ମାଗିବା ଚିଠି ସାମାଜିକ ଗଣମାଧ୍ୟମରେ ଘୁରି ବୁଲିଥିଲା । ଏନେଇ ପରେ ମୁହଁ ଖୋଲିଲେ ସଂପୃକ୍ତ ଅଧ୍ୟାପିକା … Read More

କାଚ ଓ ଟିଣ ବୋତଲରେ ମିଳିବ ପେଟ୍ରୋଲ, ଆସନ୍ତାକାଲି ଠାରୁ ପ୍ଲାଷ୍ଟିକ ବୋତଲ ଯାଞ୍ଚ କଡାକଡି

ଭୁବନେଶ୍ୱର : ପ୍ଲାଷ୍ଟିକ ବୋତଲରେ ଆଉ ମିଳିବନି ପେଟ୍ରୋଲ । ଏମିତି ଘୋଷଣା କଲେ ଯୋଗାଣ ମନ୍ତ୍ରୀ । ଏଣିକି କେହି ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକି ପାରିବେନି । ବାହାରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ । ଆସନ୍ତାକାଲି ଠାରୁ ଯାଞ୍ଚ କଡାକଡି … Read More

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ … Read More

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ୍ଷ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ସୌଜନ୍ୟମୂଳକ ଥିଲା ବୋଲି କୁହାଯାଉଛି। ଗୁରୁତ୍ବପୂର୍ଣ୍ଣ କଥା ହେଲା, ଗଲା କିଛି ଦିନ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ … Read More

ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ହକି କୋଚଙ୍କୁ ଉଠାଇ ନେଲା ପୋଲିସ

ଯାଜପୁର: ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି ସେ ପୁରୀ … Read More

ଦକ୍ଷିଣ ଷ୍ଟାରଙ୍କୁ ଇଡି ର ସମନ

ନୂଆଦିଲ୍ଲୀ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବେ ଦକ୍ଷିଣ ଭାରତର କିଛି ବଡ଼ ବଡ଼ ତାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ସୋମବାର ଦିନ, ଇଡି ବିଜୟ ଦେବରକୋଣ୍ଡା, ରାଣା ଦଗ୍ଗୁବତୀ, ପ୍ରକାଶ ରାଜ ଏବଂ ଲକ୍ଷ୍ମୀ ମାଞ୍ଚୁଙ୍କ … Read More

ଓଡ଼ିଶାରେ ପ୍ରଥମ ଏମ୍. ଆର୍. ଓ. ସୁବିଧା ସ୍ଥାପନ ହେବ

ଭୁବନେଶ୍ବର: ବିମାନ ଚଳାଚଳ ଭିତ୍ତିଭୂମିକୁ ଏକ ରଣନୈତିକ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ରକ୍ଷଣାବେକ୍ଷଣ, ମରାମତି ଏବଂ ପୁନଃସ୍ଥାପନ (ଏମ. ଆର. ଓ.) ସୁବିଧା ପ୍ରତିଷ୍ଠା ପାଇଁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି। ଯାହା ବିମାନ ଚଳାଚଳ … Read More

ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର, ଖେଳ ପଡିଆରେ ବୁଲିଲା କୁମ୍ଭୀର

ପଟ୍ଟାମୁଣ୍ଡାଇ : ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର। କେନ୍ଦ୍ରାପଡାର ବନ୍ୟା ଅଞ୍ଚଳରେ କୁମ୍ଭୀର ଆତଙ୍କ l ଆଜି ପୁଣି ଥରେ କୁମ୍ଭୀର ନଦୀକୂଳରେ ବୁଲୁଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତର ଜେନାପାଟଣା ଗାଁରେ ଏକ କୁମ୍ଭୀର ଦେଖିବାକୁ ମିଳିଛି … Read More