ବିଜେଡି ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇବା ଜାରି ରଖିବ: ନବୀନ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ନେଇ ବିଜେପିକୁ ଘେରିଛନ୍ତି ବିରୋଧୀ। ନାରୀ ସୁରକ୍ଷାକୁ ପ୍ରସଙ୍ଗ କରି ଗର୍ଜୁଛନ୍ତି ବିରୋଧୀ। ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ … Read More

ବିରୋଧୀଙ୍କ ହଟ୍ଟଗୋଳ, ଦ୍ୱିତୀୟ ଦିନ ପାଇଁ ଲୋକସଭା ମୁଲତବୀ

ବିରୋଧୀ ଦଳଗୁଡିକ ଦ୍ୱାରା ଲଗାତାର ବାଧା ସୃଷ୍ଟି ହେବା ପରେ ଆଜି ଲୋକସଭାରେ କୌଣସି କାର୍ଯ୍ୟ ସମ୍ଭବ ହୋଇ ପାରିନାହିଁ। ଫଳରେ ଆଜି ଦ୍ୱିତୀୟ ଦିନ ପାଇଁ ଲୋକସଭାକୁ ମୁଲତବୀ ରଖାଯାଇଛି। ମଙ୍ଗଳବାର ଅପରାହ୍ନ ୨ଟାରେ ଗୃହ ପୁନର୍ବାର ଆରମ୍ଭ ହେବା … Read More

ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି, ଏସଆଇଟି ଗଠନ କରି ତଦନ୍ତର ଆବଶ୍ୟକତା ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ହାଇକୋର୍ଟରେ ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି । ବର୍ତ୍ତମାନ ପରିସ୍ଥିତିରେ ଏସଆଇଟି ଗଠନ କରି ତଦନ୍ତ କରିବାର ଆବଶ୍ୟକତା ନଥିବା କହିଲେ ହାଇକୋର୍ଟ। କ୍ରାଇମବ୍ରାଞ୍ଚ ସ୍ୱତନ୍ତ୍ର ଉଇଙ୍ଗର ତଦନ୍ତରେ ସନ୍ତୋଷ ବ୍ୟକ୍ତ କଲେ ହାଇକୋର୍ଟ । ମାମଲାରେ … Read More

ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକ ଅଟକ

ବାଲେଶ୍ବର: ପୁଣି ବାଲେଶ୍ବରରେ ଏଫଏମ୍ କଲେଜ ଘଟଣାର ପୁନରାବୃତ୍ତି ହୋଇଛି । ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ବିଦ୍ୟାଳୟର ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଘଟିଛି … Read More

୩୮ ଦିନ ପରେ ଫେରିଗଲା ବ୍ରିଟିଶ ଏଫ-୩୫ ଲଢ଼ୁଆ ବିମାନ

କେରଳର ତିରୁବନନ୍ତପୁରମ ବିମାନବନ୍ଦରରେ ୩୮ ଦିନ ଅଚଳ ରହିବା ପରେ ବ୍ରିଟିଶ ରୟାଲ ନୌସେନାର ଏଫ-୩୫ ଲଢ଼ୁଆ ବିମାନ ସ୍ୱଦେଶ ଫେରିଯାଇଛି। ଜୁନ୍ ୧୪ ତାରିଖରୁ ବିମାନଟି ତିରୁବନନ୍ତପୁରମ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ କରାଯାଇଥିଲା। ମଝି ଆକାଶରେ ଉଡାଣ ସମୟରେ ଜରୁରୀକାଳୀନ … Read More

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ … Read More

ଯାଞ୍ଚ ହେବ ଚାଷୀଙ୍କ e-KYC, ପଞ୍ଜିକରଣକୁ ସରଳୀକରଣ କଲେ ରାଜ୍ୟ ସରକାର

ଭୁବନେଶ୍ବର : ନକଲି ଚାଷୀ ଖୋଜିବେ ସରକାର । ଚାଷୀଙ୍କ ଇ-କେୱାଇସି ଯାଞ୍ଚ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଚଳିତ ଥର ଖରିଫ ଧାନ ବିକିବାକୁ ପଞ୍ଜିକରଣ ବେଳେ ଚାଷୀ କରିବେ ଇ-କେୱାଇସି । ଫିଙ୍ଗର ପ୍ରିଣ୍ଟ ସହ ଆଖି ସ୍କାନ … Read More

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲୀପ ରାୟ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ମାମଲାରେ କୋର୍ଟରେ ଶୁଣାଣି ହେବା ପୂର୍ବରୁ ସେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ସେ ସକାଳେ ଭୁବନେଶ୍ୱରସ୍ଥିତ ତାଙ୍କ … Read More

ରାଷ୍ଟ୍ରପତିଙ୍କୁ ଭେଟିଲେ ହରିବଂଶ ନାରାୟଣ ସିଂ

ନୂଆଦିଲ୍ଲୀ : ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାର ୨୪ ଘଣ୍ଟା ମଧ୍ୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କର ସାକ୍ଷାତକୁ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। … Read More

ଯାତ୍ରା ମଞ୍ଚରେ ସାପ ଖେଳ, ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ

ଯାଜପୁର : ଯାତ୍ରା ମଞ୍ଚରେ ସାପ ଖେଳ। ତୁଳସୀ ଗଣନାଟ୍ୟ ମଞ୍ଚରେ ଦେଖିବାକୁ ମିଳିବ ଅଜଗର ସାପ ।  ଏକ ନାଟକରେ ମଞ୍ଚରେ ସାପକୁ ଧରି କଳାକାର ଅଭିନୟ କରୁଥିବାର ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ନିକଟ ଆଖଡାଶାଳରେ … Read More