ଜଗଦୀପଙ୍କ ଇସ୍ତଫାକୁ ନେଇ କଂଗ୍ରେସର ଅଭିଯୋଗ
ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଘେରି … Read More
