ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ଼ ଯୋଜନା, ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ବର ୨୩।୭: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ ଯୋଜନା । ଚଳିତ ବର୍ଷ ହେବ ଫର୍ମର e-KYC । କୃଷକ ମାନେ ପଞ୍ଜିକରଣ ଆଧାର କାର୍ଡ ସହିତ ସମସ୍ତ ତଥ୍ୟ ପ୍ରଦାନ କରିବେ । ଏହିସବୁ ଡକ୍ୟୁମେଣ୍ଟ  ଅଫିସିଆଲ ସାଇଟ୍‌ରେ ହେବ । କିଏ ପ୍ରକୃତ ଚାଷୀ ଆଉ କିଏ ନକଲି ଚାଷୀ ଧରା ପଡ଼ିବେ । ଭାଗ … Read More

ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା … Read More

ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ଫିଟୁନି ରହସ୍ୟ : ସନ୍ଦେହ ଘେରରେ ପ୍ରଶ୍ନ ଛାପିଥିବା ଫାର୍ମ

କଟକ ୨୩।୭: ସ୍ପେସାଲ ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ରହସ୍ୟ ଫିଟୁନି । ତଦନ୍ତକୁ ୩ ଦିନ ବିତି ଯାଇଥିଲେ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ ପ୍ରଘଟକାରୀଙ୍କ ଟେର୍‌ ପାଇପାରିନାହିଁ । ତଦନ୍ତକାରୀ ସଂସ୍ଥାର ବରିଷ୍ଠ ଅଫିସରମାନେ ବୋର୍ଡ କାର୍ଯ୍ୟାଳୟ କର୍ମଚାରୀଙ୍କୁ ତନ୍ନ ତନ୍ନ କରି … Read More

ରାଜ୍ୟର ପ୍ରମୁଖ ତୀର୍ଥକ୍ଷେତ୍ରର ହେବ କାୟାକଳ୍ପ: ଏକାମ୍ର, ବିରଜା ଓ ତାରିଣୀ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଧାର୍ମିକ ପୀଠଗୁଡ଼ିକର ସାମଗ୍ରିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଗାଁ ସ୍ଥିତ ମା’ ତାରିଣୀ ପୀଠ, … Read More

ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ/ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ … Read More

ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି … Read More

ଘରୋଇ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ମାମଲା ରୁଜୁ ହେବାର ୨ ମାସ ଯାଏଁ ହେବନି ଗିରଫଦାରୀ

ନୂଆଦିଲ୍ଲୀ: ଘରୋଇ ହିଂସା ସହ ଜଡ଼ିତ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଏହା ସହ ଆହ୍ଲାବାଦ ହାଇକୋର୍ଟଙ୍କ ଦୁଇ ବର୍ଷ ପୁରୁଣା ମାର୍ଗଦର୍ଶିକାକୁ ବଜାୟ ରଖି କହିଛନ୍ତି, ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୮(ଏ) ଅଧିନରେ ରୁଜୁ … Read More

କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ

ଭୁବନେଶ୍ବର: କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ … Read More

ଛାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା: ସିବିଏସ୍‌ଇ ମଡେଲ୍ ଆପଣାଇବେ ରାଜ୍ୟ ସରକାର, ସ୍କୁଲରେ ଲାଗିବ ସିସିଟିଭି

ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ଅନୁସରଣ କରାଯାଉଥିବା ସୁରକ୍ଷା ମାନଦଣ୍ଡ ଭଳି ଓଡ଼ିଶାର ସ୍କୁଲମାନଙ୍କରେ ମଧ୍ୟ ବିଭିନ୍ନ … Read More

ବାଲେଶ୍ୱର ଘଟଣା: ରାଜ୍ୟ ସରକାରଙ୍କୁ କଂଗ୍ରେସର ତୀବ୍ର ସମାଲୋଚନା, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବାଲେଶ୍ୱରର ଚର୍ଚ୍ଚିତ ଘଟଣାକୁ ନେଇ ଶାସକ ବିଜେପି ଉପରେ ବର୍ଷିଛି କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଆଜି କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ … Read More