ଆତଙ୍କବାଦକୁ ସମର୍ଥନ କରୁଥିବା ଲୋକଙ୍କୁ ଛଡାଯିବ ନାହିଁ- ସେନା ମୁଖ୍ୟ
ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍ ଷ୍ଟ୍ରାଇକ୍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍ ବିଜୟ ଦିବସ ଅବସରରେ ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ … Read More
