ହ୍ୱାଟସଆପକୁ ଆସିଲା ଧମକ ବାର୍ତ୍ତା; “ନମସ୍କାର ମହାଶୟ, ମୁଁ ୨୪ ଘଣ୍ଟା ମଧ୍ୟରେ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା କରିବି’’
ପାଟନା: ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗତ ଶନିବାର ରାତିରେ ହତ୍ୟା ଧମକ ମିଳିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଧାରରେ ପୁଲିସ ଧମକ ଆସିଥିବା ଅଜଣା ନମ୍ବରକୁ ଟ୍ରେସ୍ କରି ତଦନ୍ତ ଆରମ୍ଭ କରିବା ସହିତ ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି … Read More
