ଗୋପାଳପୁର ଗଣଦୁଷ୍କର୍ମ: ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମବ୍ରାଞ୍ଚ

ଗୋପାଳପୁର ଗଣଦୁଷ୍କର୍ମ ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ସୋମବାର ଚାର୍ଜଶିଟ୍ ଦାଖଲ କରିଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ଅଦାଲତରେ ୫୭୪ ପୃଷ୍ଠାର ଏହି ଚାର୍ଜଶିଟ୍ ଦାଖଲ କରାଯାଇଛି। ସୂଚନାଯୋଗ୍ୟ, ଗତ ଜୁନ ୧୫ ତାରିଖରେ ଯୁବତୀ ଜଣକ ନିଜ ପୁରୁ​‌ଷ ବନ୍ଧୁଙ୍କ ସହିତ … Read More

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୩ତମ ପାଳି।  ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ … Read More

ଅପରେସନ ସିନ୍ଦୂରରେ ବିମାନ ନଷ୍ଟ ନେଇ ଜବାବ ରଖିଲେ ରାଜନାଥ, କହିଲେ-ପରୀକ୍ଷାର ଫଳ ଗୁରୁତ୍ୱପୂର୍ଣ୍ଣ, ପେନସିଲ ଭାଙ୍ଗିବା ନୁହେଁ

ନୂଆଦିଲ୍ଲୀ ୨୮।୭: ସଂସଦର ମୌସୁମୀ ଅଧିବେଶନରେ ସୋମବାର ‘ଅପରେସନ ସିନ୍ଦୂର’ ଉପରେ ଆଲୋଚନା ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଲୋଚନା ଆରମ୍ଭ କରିଥିବା ବେଳେ ବିରୋଧୀ ଦଳ ସାମରିକ ଅଭିଯାନ କାଳରେ ଭାରତୀୟ ବାୟୁସେନାର କେତୋଟି ବିମାନ ନଷ୍ଟ ହୋଇଛି ବୋଲି … Read More

ନିର୍ଯାତନା ଅଭିଯୋଗରେ ଆରଏମସି କର୍ମୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା: ରାଉରକେଲା ମ୍ୟୁନିସିପାଲ କର୍ପୋରେସନ (ଆରଏମସି)ର ଜଣେ ମହିଳା କର୍ମଚାରୀ କାର୍ଯ୍ୟସ୍ଥଳରେ ନିର୍ଯାତନା ଅଭିଯୋଗ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସରସ୍ୱତୀ ସାମନ୍ତ ନାମକ ଏହି ମହିଳା ଜଣକ ସୋସିଆଲ ମିଡିଆରେ ଲାଇଭ୍ ଆସି ନିଜ ମାନସିକ ସ୍ଥିତି ବିଷୟରେ କହିବା … Read More

ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ମିଳିବ ସହାୟତା: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟା ଭିତରେ ସହାୟତା ମିଳିବ ବୋଲି  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି। ପାଗ ଅନୁକୂଳ ହେଲେ ଆସନ୍ତା କାଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ … Read More

ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ, ସୂଚନା ଦେଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ

ଭୁବନେଶ୍ୱର : ବର୍ତ୍ତମାନ କିଛି ମାତ୍ରାରେ କମିପାରେ ଟ୍ରାଫିକ ସମସ୍ୟା । ଟ୍ରାଫିକ୍‌ ବ୍ୟବସ୍ଥାକୁ ଆହୁରି ମଜବୁତ ହେବ। ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଲେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ । ପୋଲିସ … Read More

ଅବଦୁଲ କଲାମ ଆଇଲାଣ୍ଡରୁ ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ଭୁବନେଶ୍ବର: ଭାରତକୁ ମିଳିଲା ଆଉ ଏକ ବଡ ସଫଳତା । ଆତ୍ମନିର୍ଭରଶୀଳ ରଣନୈତିକ ପ୍ରତିରକ୍ଷା ଭିତ୍ତିଭୂମି ଆଡ଼କୁ ଭାରତର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି । ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ ହୋଇଛି । ଆଜି (ସୋମବାର) … Read More

ସ୍ପଷ୍ଟ ଦିବାଲୋକରେ ଅପହରଣ ଉଦ୍ୟମ, କୌଶଳକ୍ରମେ ଖସିଆସିଲେ ନାବାଳିକା

ଢେଙ୍କାନାଳ: ସ୍ପଷ୍ଟ ଦିବାଲୋକରେ ଅପହରଣ ଉଦ୍ୟମ । କୌଶଳକ୍ରମେ ଖସିଆସିଲେ ନାବାଳିକା । ନାବାଳିକା ଛାତ୍ରୀଙ୍କୁ ଜୋର ଜବରଦସ୍ତ ଅପହରଣ ଉଦ୍ୟମ । ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ କାରିଗର ସାହି ନିକଟରେ ଘଟିଛି ଏହି ଘଟଣା । ଅଭିଯୋଗ ଅନୁୟାୟୀ ନାବାଳିକା ଜଣକ … Read More

୪ ମାସର ମୃତ ଶିଶୁକୁ ପ୍ରସବ କଲେ ନବମ ଶ୍ରେଣୀ ଛାତ୍ରୀ

ଜଗତସିଂହପୁର: ପୁଣି ଜଣେ ନାବାଳିକା ଗର୍ଭବତୀ ହୋଇଥିବା ଅଭିଯୋଗ ହୋଇଛି । ଜଗତସିଂହପୁର ଜିଲ୍ଲା ଗୋପିଆକୁଦ କୁଜଙ୍ଗ ଅଞ୍ଚଳରେ ଏଭଳି ଖବର ସାମ୍ନାକୁ ଆସିଛି । ନବମ ଶ୍ରେଣୀ ଛାତ୍ରୀ ଜଣକ ଜଗତସିଂହପୁର ମେଡିକାଲରେ ୪ ମାସର ମୃତ ଶିଶୁ ପ୍ରସବ … Read More

ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ କଲେ ଆମେରିକା-ୟୁରୋପୀୟ ସଂଘ

ୱାସିଂଟନ୍‌: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ଏକ ପ୍ରମୁଖ ବାଣିଜ୍ୟ ଚୁକ୍ତି ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାଯାଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଘୋଷଣା କରିଛନ୍ତି । ଟ୍ରମ୍ପ ଏହାକୁ ଏପର୍ଯ୍ୟନ୍ତ … Read More