ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୧୫ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ବନ୍ୟା ଛନକା ଭିତରେ ବର୍ଷା ଭୟ। ଆସନ୍ତା ୨ ଦିନ ଅଧା ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ କାଲି ପାଣିପାଗ ବିଭାଗର ୧୫ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ। କାଲି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝରରେ … Read More

‘ଅପରେସନ ମହାଦେବ’: ୩ ଆତଙ୍କୀ ସଫା

ଜମ୍ମୁ: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଶ୍ରୀନଗର ହରଓ୍ବାନ ଦଚିଗାମ ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଆତଙ୍କୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେସନ ମହାଦେବ’ ନାଁ ଦିଆଯାଇଛି। ଏହି ଅପରେସନରେ … Read More

ଟିଟିଲାଗଡ଼ରେ ଅର୍ଥାଭାବରୁ ଶିଶୁ ବିକ୍ରି ଅଭିଯୋଗ, ବରଗଡ଼ରୁ ଉଦ୍ଧାର ହେଲା ବିକ୍ରି ହୋଇଥିବା ଶିଶୁ

ବଲାଙ୍ଗିର: ବିକ୍ରି ହୋଇଥିବା ଶିଶୁ ଉଦ୍ଧାର ହେଲା । ବଲାଙ୍ଗିର ଟିଟିଲାଗଡ଼ରେ ଅର୍ଥାଭାବରୁ ଶିଶୁ ବିକ୍ରି ଅଭିଯୋଗ ହୋଇଥିଲା ।  ଟିଟିଲାଗଡ ବ୍ଲକ ଭାଲେଗାଁ ପଞ୍ଚାୟତ ବାଗଡେର ଗାଁର ଦମ୍ପତି ନିଜର ନବଜାତ କନ୍ୟା ସନ୍ତାନକୁ ବିକ୍ରି କରି ଦେଇଥିବା ଅଭିଯୋଗ ହୋଇଥିଲା … Read More

ଗୋରେଖନାଥଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଚଢିଗଲା ବସ୍;୨ ମୃତ

ଜଗତସିଂହପୁର:ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ତେବେ ଗୋରେଖନାଥଙ୍କୁ ଦର୍ଶନ ସାରି ଫେରୁଥିବା ବେଳେ ନାଉଗାଁ ବ୍ଲକର ପାଳସାହିଠାରେ ଘଟିଛି ଦୁର୍ଘଟଣା । ୪ ଯୁବକ ବାଇକରେ ଫେରୁଥିବା ବେଳେ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ … Read More