‘ମନ୍ କି ବାତ୍’ କାର୍ଯ୍ୟକ୍ରମ, କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି … Read More

ନୋବେଲ ପୁରସ୍କାର ପାଇଁ ସମର୍ଥନ ନପାଇ ଶୁଳ୍କ ଲାଗୁ କଲେ ଟ୍ରମ୍ପ୍: ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ:ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହୋଇଛି। ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ବନ୍ଧୁତାର କାହାଣୀ ଶତ୍ରୁତାର କାହାଣୀରେ ପରିଣତ ହୋଇଛି। କିନ୍ତୁ ଟ୍ରମ୍ପ୍ କାହିଁକି ରାଗିଗଲେ? … Read More

ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଲୱେ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ … Read More

ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ … Read More

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା କାରବାର, ସମୟ ଅନୁସାରେ ନିର୍ଦ୍ଧାରିତ ହୋଇଛି ଟଙ୍କା

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ । ମହାପ୍ରଭୁଙ୍କ ଦର୍ଶନ ନାଁରେ ଲୋକଙ୍କୁ ଭ୍ରମିତ କରୁଛି ଇଣ୍ଡିଆ ଥ୍ରିଲସ ୱେବସାଇଟ । ବିଭିନ୍ନ ବର୍ଗର ଦର୍ଶନ ପାଇଁ ଏହି ୱେବସାଇଟରେ ରହିଛି ତଥ୍ୟ । ଦର୍ଶନ … Read More

କୋରାପୁଟ ମ୍ୟୁନିପାଲିଟି ପାଇବ ଶ୍ରେଷ୍ଠ ପୌରାଞ୍ଚଳ ପୁରସ୍କାର

କୋରାପୁଟ: ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ । ଏନେଇ କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି । ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ … Read More

ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣ ସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ … Read More

ଗଣେଶ ପୂଜାରେ ଆଧ୍ୟାତ୍ମିକ ପ୍ରବଚନ, ହରି କଥାରେ ଭାବବିହ୍ବଳ ଗାଁ ଲୋକେ

ଅସ୍ତରଙ୍ଗ : ପର୍ବ, ପର୍ବାଣି, ପୂଜା, ମହୋତ୍ସବ ଆମ ଓଡିଆ ପରମ୍ପରାର ଏକ ଅଂଶ ବିଶେଷ। ବିଶେଷ ଭାବରେ ବିଘ୍ନ ବିନାୟକ ଗଣପତି ବାବା ଗଣେଶଙ୍କ ପୂଜା ଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଥାଏ । ଏହି ସମୟରେ ବିଭିନ୍ନ ପର୍ବପର୍ବାଣି ସହିତ … Read More

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗରେ ବନ୍ଧା ହେଲେ ପୋଷ୍ଟମାଷ୍ଟର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ଅନ୍ଧାରୀ ଶାଖା ଡାକଘରେ ଜମାକାରୀଙ୍କ ଲକ୍ଷ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ପୋଷ୍ଟମାଷ୍ଟରଙ୍କୁ ଗିରଫ କରାଯାଇଛି। ସୁନିତା ସାହୁ ନାମକ ଜଣେ ଜମାକାରୀଙ୍କ ଅଜାଣତରେ ଆକାଉଣ୍ଟରୁ ୧୦,୦୦୦ ଟଙ୍କା ଉଠାଯାଇଥିବା ଦେଖି … Read More

ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍, ଜଣେ ଗିରଫ

କଟକ : ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍ ।  କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ୍ ଛକ ରୋଡ ବମ୍ବେ ହୋଟେଲ ନିକଟରୁ ଜବତ୍ କରିଛି ଜିଲ୍ଲା ଅବକାରୀ ସ୍ଵାଡ୍। ଜବତ୍ ହେରୋଇନ୍ ହେଉଛି ୪୩ ଗ୍ରାମ ।  ଏହାର … Read More