ଭାରତ ଉପରେ ୨୫% ଅତିରିକ୍ତ ଶୁଳ୍କ ନେଇ ଆମେରିକାର ନୋଟିସ୍ ଜାରି, ଟ୍ରମ୍ପ କହିଲେ ଏବେ ଚୀନ ସହ….

ନୂଆଦିଲ୍ଲୀ: ୨୭ ଅଗଷ୍ଟ ଅର୍ଥାତ୍ ଆସନ୍ତାକାଲି ଠାରୁ ଭାରତ ଉପରେ ଲାଗିବ ୫୦% ଶୁଳ୍କ। ଆମେରିକା ଭାରତ ଉପରେ ୨୫% ଅତିରିକ୍ତ ଶୁଳ୍କ ଲଗାଇବା ପାଇଁ ଏକ ସରକାରୀ ବିଜ୍ଞପ୍ତି ଜାରି କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଗଷ୍ଟ ୨୭ … Read More

କୃଷକଙ୍କୁ ସହିବାକୁ ଦେବନି ଭାରତ’: ୫୦% ଶୁଳ୍କ ଭିତରେ ଆମେରିକାକୁ ପୁଣି ମୋଦିଙ୍କ କଡ଼ା ବାର୍ତ୍ତା….

ନୂଆଦିଲ୍ଲୀ: ବୁଧବାର ଠୁ ଭାରତ ଉପରେ ୫୦% ଶୁଳ୍କ ଲଗାଇବା ପାଇଁ ଆମେରିକା ସରକାରୀ ବିଜ୍ଞପ୍ତି ଜାରି କରିସାରିଛି। ହେଲେ ଭାରତ ବି ଦୃଢ଼ ପ୍ରତିଶ୍ରୁତି ନେଇ ସାରିଛି ଆମେରିକା ଚାପରେ ନଇଁବ ନାହିଁ। ଏନେଇ ଭାରତ ଦୃଢ଼ତା ଦେଖାଉଥିବା ବେଳେ … Read More

ଭାରତୀୟ ନୌସେନାକୁ ମିଳିବ ଡବଲ ପାୱାର, ସ୍ବଦେଶୀ କ୍ଷମତାରେ ଶକ୍ତି ପ୍ରଦର୍ଶନ କରିବ

ନୂଆନିଲ୍ଲୀ: ଭାରତୀୟ ନୌସେନାକୁ ଆଜି ମିଳିବାକୁ ଯାଉଛି ସମୁଦ୍ରର ଦୁଇଟି ସେଣ୍ଟିନେଲ୍ INS ଉଦୟଗିରି ଏବଂ INS ହିମଗିରି । ଉଭୟ ଯୁଦ୍ଧଜାହାଜ ଆଜି ଅପରାହ୍ନ ୨.୪୫ମିନିଟରେ ଭାରତୀୟ ନୌସେନାରେ ସାମିଲ ହେବେ। ଦୁଇଟି ଯୁଦ୍ଧଜାହାଜକୁ ଏକକାଳୀନ ନୌସେନାରେ ସାମିଲ କରାଯାଉଛି … Read More

ଗାଜାର ବିମାନ ଉପରେ ଇସ୍ରାଏଲର ଆକ୍ରମଣ , ୨୦ ମୃତ

ଇସ୍ରାଏଲ ପୁଣି ଥରେ ଗାଜାର ବିମାନ ଉପରେ କରିଛି ଆକ୍ରମଣ । ଇସ୍ରାଏଲର ବୋମା ବିସ୍ଫୋରଣରେ ୩ ଜଣ ସାମ୍ବାଦିକଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ବର୍ତ୍ତମାନ ଏକ ରିପୋର୍ଟରୁ ଜଣାପଡିଛି ଯେ ମୃତଙ୍କ ସଂଖ୍ୟା ୨୦କୁ … Read More

ଶତ୍ରୁ ଦେଶକୁ CDS ଜେନେରାଲ ଅନିଲ୍ ଚୌହାନଙ୍କ ଚେତାବନୀ; ଯଦି ଶାନ୍ତି ଚାହୁଁଛ ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ…’

ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମୁଖ୍ୟ (CDS) ଜେନେରାଲ ଅନିଲ୍ ଚୌହାନ ଚୀନ, ପାକିସ୍ତାନକୁ ସିଧାସଳଖ ବାର୍ତ୍ତା ଦେଇଛନ୍ତି । ସେ ଦେଶର ସୁରକ୍ଷା ଏବଂ ଭବିଷ୍ୟତର ପ୍ରସ୍ତୁତି ଉପରେ ମଧ୍ୟ ଅନେକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଭାରତ … Read More

ପାକିସ୍ତାନରେ ବନ୍ୟା ବିତ୍ପାତ ଜାରି, ୨୪ ଘଣ୍ଟାରେ ୧୭ ମୃତ

ପାକିସ୍ତାନରେ ପ୍ରବଳ ବର୍ଷା, ବନ୍ୟା ଏବଂ ଭୂସ୍ଖଳନ ଯୋଗୁଁ ଅନେକ କ୍ଷତି ଘଟିଛି । ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ପ୍ରତିଦିନ ଲୋକ ମୃତ୍ୟୁବରଣ କରୁଛନ୍ତି । ଉତ୍ତର-ପଶ୍ଚିମ ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶ ବର୍ଷା ଦ୍ୱାରା ସର୍ବାଧିକ ପ୍ରଭାବିତ … Read More

ଡୋନାଲ୍ଡ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ, ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା

ଚାଇନା ପାଇଁ ଟ୍ରମ୍ପଙ୍କ ୟୁ-ଟର୍ଣ୍ଣ । ଜିନପିଙ୍ଗଙ୍କ ଆଗରେ ନରମ ପଡ଼ୁଛନ୍ତି ଟ୍ରମ୍ପ । ୬ ଲକ୍ଷ ଚୀନ୍ ଛାତ୍ରଙ୍କ ପାଇଁ ଭିସା ଘୋଷଣା କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଅନ୍ୟପଟେ ଚାଇନାର ଛାତ୍ରମାନଙ୍କୁ ଆମେରିକୀୟ ବିଶ୍ୱବିଦ୍ୟାଳୟରେ ପାଠ … Read More

ଉରିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ କଲା ସେନା

ଜାମ୍ମୁ-କାଶ୍ମୀରର ଉରି ଅନ୍ତର୍ଗତ ନିୟନ୍ତ୍ରଣ ରେଖା(ଏଲଓସି)ରେ ସୋମବାର ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ କରିଛି ସେନା। ନିୟନ୍ତ୍ରଣ ରେଖା ନିକଟରେ କିଛି ସନ୍ଦିଗ୍ଧ ଗତିବିଧି ଦେଖିବା ପରେ ଯବାନଙ୍କ ପକ୍ଷରୁ ଗୁଳିମାଡ଼ କରାଯାଇଥିଲା। ଫଳରେ ଆତଙ୍କୀମାନେ ଛତ୍ରଭଙ୍ଗ ଦେଇଥିଲେ ବୋଲି ସେନା … Read More

ଢାକାରେ ଡାର୍-ୟୁନୁସ ମିଟ୍, ଭାରତକୁ ବିପଦ କେତେ ?

ନୂଆଦିଲ୍ଲୀ: ପାକିସ୍ତାନର ଉପ-ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ଇଶାକ ଦାର ଶନିବାର ଦୁଇ ଦିନିଆ ଗସ୍ତରେ ବାଂଲାଦେଶରେ ପହଞ୍ଚିଛନ୍ତି। ଗତ ୧୩ ବର୍ଷ ମଧ୍ୟରେ ଏହା ଜଣେ ପାକିସ୍ତାନୀ ବୈଦେଶିକ ମନ୍ତ୍ରୀଙ୍କ ବାଂଲାଦେଶର ପ୍ରଥମ ରାଷ୍ଟ୍ର ଗସ୍ତ। ଗତ ବର୍ଷ ଅଗଷ୍ଟରେ … Read More

ନୂଆ ବିଲ୍ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଶାହା, ଧନଖଡ଼ଙ୍କ ଇସ୍ତଫା ନେଇ ବି କହିଲେ ବଡ କଥା….

ନୂଆଦିଲ୍ଲୀ: ୧୩୦ ତମ ସଂଶୋଧନ ବିଲ୍ ଠାରୁ ଆରମ୍ଭ କରି ଜଗଦୀପ ଧନଖଡଙ୍କ ଉପରାଷ୍ଟ୍ରପତି ପଦ ଛାଡିବା ପର୍ଯ୍ୟନ୍ତ ସବୁ କିଛି ନେଇ ବଡ ମନ୍ତବ୍ୟ ରଖିଛନ୍ତି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ । ଖବରସରବରାହ ସଂସ୍ଥା ଏଏନଆଇ ସହ ଏକ ସାକ୍ଷାତକାରରେ … Read More