ଚୀନରେ ଶୁଭିଲା ‘ବନ୍ଦେ ମାତରଂ, ଭାରତ ମାତା କୀ ଜୟ’ ଧ୍ବନି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ ଗସ୍ତରେ ଯାଇ ଶନିବାର ତିଆନଜିନ ସହରରେ ପହଞ୍ଚିଛନ୍ତି, ଯେଉଁଠି ସେ ସାଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗଦେବେ। ତେବେ ମୋଦୀ ଚୀନରେ ପହଞ୍ଚିବା ପରେ ଏକ ଅଭୂତପୂର୍ବ ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ଵାଗତ … Read More
