ଗୋଠଛଡ଼ା ଦନ୍ତାର ଆତଙ୍କ, ଘର ଭାଙ୍ଗିଲା ବୃଦ୍ଧାଙ୍କ ଜୀବନ ନେଲା
କେନ୍ଦୁଝର: ଆତଙ୍କ ଖେଳାଇଛି ଗୋଠ ଛଡ଼ା ଦନ୍ତା । ଦିନରେ ଲୁଚୁଛି, ରାତିରେ ଭାଙ୍ଗୁଛି । ହାତୀ ଆକ୍ରମଣରେ ପୁଣି ଜଣଙ୍କ ମୃତ୍ୟୁ । ଶୋଇଥିବା ବେଳେ ଘର ଭାଙ୍ଗି ଆକ୍ରମଣ କଲା ଗୋଠଛଡା ଦନ୍ତା । ଚିକିତ୍ସିତ ଅବସ୍ଥାରେ ଜଣେ ବୃଦ୍ଧାଙ୍କ … Read More
