ଝୁଲିଲା ଆମେରିକା-ଭାରତ ବାଣିଜ୍ୟ ଚୁକ୍ତି: ବାତିଲ୍ ହେଲା ବାଣିଜ୍ୟ ଦଳର ଭାରତ ଗସ୍ତ
ନୂଆଦିଲ୍ଲୀ: ଝୁଲିକି ରହିଛି ଭାରତ- ଆମେରିକା ବାଣିଜ୍ୟ ଚୁକ୍ତି । ଏହାରି ଭିତରେ ନୂଆଦିଲ୍ଲୀରେ ଅଗଷ୍ଟ ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଭାରତ ଏବଂ ଆମେରିକା ମଧ୍ୟରେ ପ୍ରସ୍ତାବିତ ଷଷ୍ଠ ପର୍ଯ୍ୟାୟ … Read More
