ପୋଲିସ ଏନକାଉଣ୍ଟର, ଦୁଇ ଟପ କ୍ୟାଡର ମାଓବାଦୀ ନିହତ
ମାଲକାନଗିରି: ପୋଲିସ ଏନକାଉଣ୍ଟରରେ ଟଳିଲେ ଦୁଇ ଟପ କ୍ୟାଡର ମାଓବାଦୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲ ରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା । ଏଥିରେ ଜଣେ ସେଣ୍ଟ୍ରାଲ କ୍ୟାଡ଼ର ମାଓବାଦୀ ବିଜୟ … Read More
