ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ କଲେଜ ଓ ବିଶ୍ୱବିଦ୍ୟାଳୟରେ ହେବ ‘ସେଫ୍ କ୍ୟାମ୍ପେନ୍’
ଭୁବନେଶ୍ବର: ଆତ୍ମହତ୍ୟା ପ୍ରବଣତାକୁ ରୋକିବା ପାଇଁ ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ‘ସେଫ୍ କ୍ୟାମ୍ପେନ୍’ କରିବ ଉଚ୍ଚ ଶିକ୍ଷା ବିଭାଗ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଶକ୍ତିଶ୍ରୀ … Read More
