ଉତ୍ତରାଖଣ୍ଡରେ ବର୍ଷାର ତାଣ୍ଡବ, ୩ ଦିନ ପର୍ଯ୍ୟନ୍ତ କେଦାରନାଥ ଯାତ୍ରା ବନ୍ଦ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ମୌସୁମୀ । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଉଠିଛି । ଏହି କାରଣରୁ ପାଣିପାଗ ବିଭାଗ ଆଜି ରେଟ୍ ଆଲର୍ଟ ଜାରି କରିଛି । ଏହା ସହିତ ଅତ୍ୟାବଶ୍ୟକ ନହେଲେ ଘରୁ ନବାହାରିବାକୁ ଲୋକଙ୍କୁ … Read More
