ଦିଲ୍ଲୀରେ ପ୍ରବଳ ବର୍ଷା; କାନ୍ଥ ଭୁଶୁଡି ଚାଲିଗଲା ୭ ଜୀବନ
ନୂଆଦିଲ୍ଲୀ: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍, … Read More
