ପଶ୍ଚିମ ଓଡ଼ିଶାରେ ବଡ଼ ପାୱାର ଶୋ’ କରିବ ବିଜେଡି, ୧୮ରେ ବରଗଡରେ ବିରାଟ ଚାଷୀ ସମାବେଶ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିରୋଧରେ ବଢ଼ୁଛି ଚାଷୀଙ୍କ ଅସନ୍ତୋଷ । ପଞ୍ଜିକରଣ, କଟଣି ଛଟଣି, ,ସାରର ଅଭାବ ବିକ୍ରି ଭଳି ପ୍ରସଙ୍ଗ ଚାଷୀଙ୍କ ଚିନ୍ତା ବଢାଇଛି। ତେଣୁ ଚାଷୀଙ୍କ ପାଇଁ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତି ନେଇଛି ବିଜେଡି । ଆଜି ଶଙ୍ଖ … Read More
