ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କାହିଁକି କଲ ନାହିଁ ଅନ୍ତିମ ସଂସ୍କାର? ସଂସଦରେ ପ୍ରଶ୍ନ ଉଠାଇଲେ ହୁଡ୍ଡା
ନୂଆଦିଲ୍ଲୀ: ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଅନ୍ତିମ ସଂସ୍କାର ଅଗଷ୍ଟ ୬ ରେ କରାଯାଇଥିଲା। ତେବେ ଏହି ସମୟରେ, ତାଙ୍କ ଅନ୍ତିମ ସଂସ୍କାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ନ ଦିଆଯିବା ନେଇ ଏବେ ରାଜନୀତି ଜୋର ଧରିଛି | ରୋହତକର କଂଗ୍ରେସ ସାଂସଦ … Read More
