ନାବାଳିକା ଝିଆରିକୁ ଦୁଷ୍କର୍ମ, ଗର୍ଭବତୀ କରିବା ଅଭିଯୋଗରେ ପିଉସା ଗିରଫ
ଜଳେଶ୍ୱର : ନାବାଳିକା ଝିଆରିକୁ ଦୁଷ୍କର୍ମ । ଗର୍ଭବତୀ କରିବା ଅଭିଯୋଗରେ ସମ୍ପର୍କୀୟ ପିଉସା ଗିରଫ । ପିଉସା-ଝିଆରୀ ସମ୍ପର୍କରେ ଲାଗିଲା କଳଙ୍କର ଛିଟା । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଭାନୁପୁରରେ ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି … Read More
