ଉତ୍ତରକାଶୀରେ ବାଦଲଫଟା ବର୍ଷା: ବନ୍ୟା ଜଳରେ ଭାସିଗଲା ସବୁ
ଡେରାଡୁନ: ଉତ୍ତରାଖଣ୍ଡର ଉତ୍ତରକାଶୀର ଧରାଲି ଅଞ୍ଚଳରେ କ୍ଷୀର ଗଙ୍ଗା ନଦୀ ଅଞ୍ଚଳରେ ହଠାତ୍ ବାଦଲ ଫଟା ବର୍ଷା ଯୋଗୁ ଏକ ବଡ଼ ଧରଣର ବନ୍ୟା ସମଗ୍ର ଅଞ୍ଚଳରେ ତାଣ୍ଡବ ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଧରାଲି ବଜାରକୁ ବହୁ କ୍ଷତି … Read More
