ଡକ୍ଟର ସୁବାସ ପାଣିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର: ସଂସ୍କୃତି ଗବେଷକ, ଭାଷ୍ୟକାର ଓ ଭୁତପୁର୍ବ ମୁଖ୍ୟ ଶାସନ ସଚିବ ଡ଼କ୍ଟର ସୁବାସ ପାଣିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, … Read More

ଏଫ ଏମ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ବଡ଼ ଖୁଲାସା, ଅଘଟଣ ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀ ଆତ୍ମାହୁତି ଘଟଣାରେ ଏକ ବଡ଼ ଖୁଲାସା ।  ଘଟଣା ଦିନ ନିଜେ ପେଟ୍ରୋଲ ଆଣିଥିଲେ ପୀଡ଼ିତା ।  ସାଇକେଲରେ ଯାଇ ପେଟ୍ରୋଲ ପମ୍ପରୁ ପେଟ୍ରୋଲ ଆଣିଥିଲେ । ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ … Read More

ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ମିଳିଲା ନାହିଁ ପ୍ରମାଣ; ମାମଲା ବନ୍ଦ କରିଦେଲେ କୋର୍ଟ

ନୂଆଦିଲ୍ଲୀ: ସୋମବାର (୪ ଅଗଷ୍ଟ) ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ଦିଲ୍ଲୀର ପୂର୍ବତନ ପିଡବ୍ଲୁଡି ମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଆପ) ନେତା ସତ୍ୟେନ୍ଦ୍ର ଜୈନ ଏବଂ ଅନ୍ୟ ପିଡବ୍ଲୁଡି ଅଧିକାରୀଙ୍କ ବିରୋଧରେ ସିବିଆଇ ରୁଜୁ କରିଥିବା ମାମଲାକୁ ବନ୍ଦ … Read More

ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ ।  ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି ।  ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ ରଚୟିତା … Read More

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ଡାକରା

ପୁରୀ: ଆସନ୍ତା ୭ ତାରିଖରେ ପୁରୀ ବନ୍ଦ ।  ୬ ଘଣ୍ଟିଆ ପୁରୀ ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ବନ୍ଦ ରହିବ ପୁରୀ । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ … Read More

ଚୀନ ଭାରତର ୨୦୦୦ କିମି ଦଖଲ କରିଛି ବୋଲି ଜାଣିଲ କିପରି ? ରାହୁଲଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ: ଭାରତ-ଚୀନ ଉତ୍ତେଜନା ଉପରେ ଦେଇଥିବା ମନ୍ତବ୍ୟ ପାଇଁ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା କରିଛନ୍ତି। ରାହୁଲ ୨୦୨୨ ଭାରତ ଯୋଡୋ ଯାତ୍ରା ସମୟରେ ଏହି ବିବାଦୀୟ ବୟାନ ଦେଇଥିଲେ। ଏହି ମାମଲାକୁ ରଦ୍ଦ କରିବା ପାଇଁ ଆସିଥିବା … Read More

ଏଣିକି ବିଭିନ୍ନ ଘରୋଇ ସଂସ୍ଥାରେ ରାତିରେ କାର୍ଯ୍ୟ କରିପାରିବେ ମହିଳା

ଭୁବନେଶ୍ୱର: ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ। ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ। ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର। ଏନେଇ ଶ୍ରମ ବିଭାଗ ପକ୍ଷରୁ … Read More

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗ, ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଓକିଲ ସଙ୍ଘ କୋର୍ଟକୁ ବଲ୍ ଫିଙ୍ଗିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।  ଯଶବନ୍ତ ସିଂହ କମିଶନ ହାଇକୋର୍ଟ ବେଞ୍ଚ ନେଇ ମାପଦଣ୍ଡ ସ୍ଥିର କରିଛନ୍ତି ।  କେଉଁଠି ହାଇକୋର୍ଟ ବେଞ୍ଚ … Read More

ଗିରଫ ହେଲେ କୋଟିପତି ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା

ଭୁବନେଶ୍ୱର: ଗିରଫ ହେଲେ ବୌଦ୍ଧ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ର ମୋଟର ଭେଇକିଲ୍‌ ଇନ୍ସପେକ୍ଟର (ଏମଭିଆଇ) ଗୋଲାପ ଚନ୍ଦ୍ର ହାଂସଦା । ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍‌ ଗୁଡ଼ିଡ଼ିହ ଗାଁରେ ଥିବା ହାଂସଦାଙ୍କ ପୈତୃକ … Read More

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା, ସାମ୍ନାକୁ ଆସିବ ବଳଙ୍ଗା ସତ

ଭୁବନେଶ୍ୱର : ବଳଙ୍ଗା ସତ ନିଶ୍ଚିତ ସାମ୍ନାକୁ ଆସିବ।  ଖୁବ ଶୀଘ୍ର ସତ ସାମ୍ନାକୁ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ପୋଲିସ ପ୍ରଶାସନ ନିଷ୍ଠାର ସହ ତଦନ୍ତ କରୁଥିବା ସେ କହିଛନ୍ତି । ପୀଡ଼ିତାଙ୍କ ପରିବାର ଏକ ଗରିବ ପରିବାର … Read More