ମାଓ ବିସ୍ଫୋରଣରେ କାର୍ଯ୍ୟରତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣା; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ ମୃତ୍ୟୁ … Read More

ମୁମ୍ବାଇ ଆଇଆଇଟିର ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ମୁମ୍ବାଇ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶୁକ୍ରବାର ଏବଂ ଶନିବାର ମଧ୍ୟରାତ୍ରିରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ଆଇଆଇଟି ବମ୍ବେରେ ପାଠପଢ଼ୁଥିଲେ ଏବଂ ସେ ହଷ୍ଟେଲର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରଜଣକ ମେଟା ସାଇନ୍ସର ଚତୁର୍ଥ … Read More

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ

ନବରଙ୍ଗପୁର : ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ ।  ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ଅଞ୍ଚଳରୁ ଆସିଛି ଏପରି ଲୋମଟାଙ୍କୁରା ଅଭିଯୋଗ ।  କାଲି ରାତିରୁ ଯୁବତୀ ଜଣକ ଘର ପାଖ ପଡିଆକୁ ଶୌଚ ଯାଇ ଆଉ ଘରକୁ … Read More

ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୋଗରାଇ: ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା। ସମସ୍ତଙ୍କୁ ଉଦ୍ଧାର କଲା ପୋଲିସ ।  ଶନିବାର ସକାଳେ ବାଲିଆପାଳ ବ୍ଲକ ଚୌମୁଖ ପଞ୍ଚାୟତ କଙ୍କଡାପାଳ ଗ୍ରାମର ମଧୁସୂଦନ ଗିରି, ଗୋପାଳ ଗିରି, ରବିନ୍ଦ୍ର ଗିରି ଏବଂ ଚୌମୁଖ ଗ୍ରାମର … Read More

ଶିବ ମନ୍ଦିର ଯିବା ବାଟରେ ବଡ଼ ସଡକ ଦୁର୍ଘଟଣା: ୧୧ ଜଣଙ୍କ ମୃତ୍ୟୁ, ୪ ଜଣ ଗୁରୁତର

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବଡ଼ ସଡକ ଦୁର୍ଘଟଣା । କେନାଲକୁ ଖସିଲା କାର୍ । ଭାରସାମ୍ୟ ହରାଇ କେନାଲକୁ ଖସି ପଡିଲା ଏସୟୁଭି ଗାଡ଼ି । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । … Read More

ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ, ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର

ଭୁବନେଶ୍ବର : ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ । ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ସରିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଭୁବନେଶ୍ବରରେ ମୃତଦେହ ପହଂଚିବା ପରେ ପୀଡିତାଙ୍କ ଗାଁ ବାୟାବର ନୂଆ ଗୋପାଳପୁର ବସ୍ତିକୁ ନିଆଯିବ … Read More

ତାମିଲ ଅଭିନେତା ମାଧନ ବବ୍‌ଙ୍କ ପରଲୋକ

ତାମିଲ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ହାସ୍ୟାଭିନେତା ମାଧନ ବବଙ୍କର ପରଲୋକ ଘଟିଛି। ଶନିବାର ୭୧ ବର୍ଷ ବୟସରେ ଚେନ୍ନଇର ଆଡିୟାରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମାଧନ କିଛି ଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ। ମାଧନ … Read More

ଅଗଷ୍ଟ ୬ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗଷ୍ଟ ୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ … Read More

ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ରହସ୍ୟ ଖୋଲିଲେ ଫଡନାଭିସ

ନୂଆଦିଲ୍ଲୀ: ଏକନାଥ ସିନ୍ଦେ କିପରି ମୁଖ୍ୟମନ୍ତ୍ରୀ ହୋଇଥିଲେ, ତାହାର ରହସ୍ୟ ଖୋଲିଛନ୍ତି ଏବେକାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ | ଏକ ସାକ୍ଷାତକାରରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଥିଲେ ଯେ ମୁଁ ସ୍ପଷ୍ଟ ଶବ୍ଦରେ କହିବି। ଏହା ପ୍ରଥମ ଦିନରୁ ହିଁ … Read More

ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।  କହିଛନ୍ତି, ସରକାର ସବୁ ପଦକ୍ଷେପ ନେଇଥିଲେ କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଇଥିଲା ।  ଏହା ସହ … Read More