ସ୍କୁଲ ପିଲା ଅଣ୍ଡା ନ ଖାଇଲେ ଦିଆଯିବ ଫଳ

ଭୁବନେଶ୍ବର: ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁସାରେ, … Read More

ବ୍ରହ୍ମପୁର ପୁଲିସର ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ଆହତ

ଗୋପାଳପୁର: ଅପରାଧୀ ଧରପଗଡ ସମୟରେ ଗୋଳନ୍ଥରା ପୁଲିସ ଗୁଳିରେ ଗଞ୍ଜାମ ଜିଲ୍ଲାର ମୋଷ୍ଟ ଓ୍ବାଣ୍ଟେଡ ଅପରାଧୀ ସୁନିଲ ନାହକ ଓରଫ ମଲ୍ଲ ଆହତ ହୋଇଛି। ତା’କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତା’ଠାରୁ ପୁଲିସ ଗୋଟିଏ ଦେଶୀ ବନ୍ଧୁକ, ୩ … Read More

ପୂର୍ବ ସରକାର ଛତିଶଗଡ଼ ପାଣି ନେଇଗଲା କହିଲେ, ହେଲେ ସମାଧାନ କଲେନି: ମନମୋହନ ସାମଲ

ଭୁବନେଶ୍ବର: ମହାନଦୀକୁ ନେଇ ବର୍ଷ ବର୍ଷ ଧରି ଛତିଶଗଡ଼ ସହିତ ଚାଲିଆସିଥିବା ଜଳବିବାଦର ଏପର୍ଯ୍ୟନ୍ତ ଆପୋସ ସମାଧାନ ହୋଇନାହିଁ। ପୂର୍ବରୁ ଥିବା ବିଜେଡି ସରକାର ଏନେଇ ଛତିଶଗଡ଼ ସହିତ ଅନେକ ଆଲୋଚନା କରିଥିଲେ ବି କୌଣସି ସୁଫଳ ମିଳିନାହିଁ। ଏବେ ମହାନଦୀ … Read More

ମହାନଦୀ ଜଳବିବାଦ – ମୁଖ୍ୟମନ୍ତ୍ରୀ ଚିଠି ଲେଖିବା ପରେ ବିଜେଡିର ପ୍ରତିକ୍ରିୟା

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଗତକାଲି ଜଳବିବାଦର ଆପୋସ ସମାଧାନ ସଂକ୍ରାନ୍ତରେ ଏକ ବୈଠକ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ଉପସଭାପତି ଶ୍ରୀ ମିଶ୍ର କହିଛନ୍ତି, … Read More

ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ଚାଷୀଙ୍କ ମୁହଁରେ ଫୁଟିଲା ହସ। ଆର୍ଥିକ ସହାୟତା ଦେଲେ ସରକାର। ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ … Read More

‘ଏନ୍‌ଆଇଏ’ର ଏସ୍‌ପି ହେଲେ ସାଗରିକ ନାଥ

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ … Read More

‘ମାଲେଗାଓଁ ବିସ୍ଫୋରଣ ମାମଲାରେ ଯୋଗୀ ଓ ମୋଦୀଙ୍କୁ ଫସାଇବାକୁ ଯୋଜନା ହୋଇଥିଲା’

ନୂଆଦିଲ୍ଲୀ: ମାଲେଗାଓଁ ବିସ୍ଫୋରଣ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ, ପୂର୍ବତନ ବିଜେପି ସାଂସଦ ପ୍ରଜ୍ଞା ଠାକୁର ତଦନ୍ତକାରୀ ଅଧିକାରୀଙ୍କ ବିରୁଦ୍ଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

ବିଏମସି ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଉଦ୍ଧବଙ୍କ ଶିବସେନା

ନୂଆଦିଲ୍ଲୀ: ବିଏମସି ନିର୍ବାଚନ ପୂର୍ବରୁ, ଉଦ୍ଧବ ଠାକରେଙ୍କ ଶିବସେନା ଅଧିକ ଶକ୍ତିଶାଳୀ ହେଉଥିବା ପରି ମନେ ହେଉଛି। ପ୍ରକୃତରେ, ମହାରାଷ୍ଟ୍ରରେ ଶେତକରୀ କ୍ରାନ୍ତି ସଂଗଠନ ଶନିବାର (୦୨ ଅଗଷ୍ଟ) ଦିନ ଉଦ୍ଧବ ଠାକରେଙ୍କ ଦଳ ଶିବସେନା (ୟୁବିଟି)ରେ ବିଲୟ ହୋଇଯାଇଛି | … Read More

ଅଗଷ୍ଟ ୧୫ରୁ ଲାଗୁ ହେବ ବାର୍ଷିକ ଫାଷ୍ଟାଗ୍ ପାସ୍ ବ୍ୟବସ୍ଥା

ନୂଆଦିଲ୍ଲୀ : ଅଗଷ୍ଟ ୧୫ ଠାରୁ, ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ) ବାର୍ଷିକ ଫାଷ୍ଟାଗ୍ ପାସ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଯାଉଛି, ଯାହା ଟୋଲ୍ ଦେୟକୁ ସହଜ ଏବଂ ଶସ୍ତା କରିବ। ଏବେ ଆପଣ ଫାଷ୍ଟାଗ୍ ମାଧ୍ୟମରେ ଗୋଟିଏ ବର୍ଷ … Read More

ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ … Read More