୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ
ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ … Read More
