ଆସନ୍ତା ୩୧ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ପ୍ରଶ୍ନପତ୍ର ଭାଇରଲ ପାଇଁ ଥିଲା ସ୍ଥଗିତ
କଟକ : ଆସନ୍ତା ୩୧ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ପ୍ରଶ୍ନପତ୍ର ଭାଇରଲ ପାଇଁ ପରୀକ୍ଷା ଥିଲା ସ୍ଥଗିତ । ଗତ ୨୦ ତାରିଖରେ ହେବାର ଥିଲା ଓଟିଇଟି ପରୀକ୍ଷା। ପ୍ରଶ୍ନପତ୍ର ଭାଇରଲ ହେବା ପରେ ସରକାର ପରୀକ୍ଷାକୁ ସ୍ଥଗିତ … Read More
