ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ନବମ ଶେଣ୍ରୀର ଛାତ୍ରୀର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ … Read More

ମଦଭାଟି ଉପରେ ଚାଲିଲା ବୁଲଡୋଜର

ଆଠଗଡ: ଚୋରା ଦେଶୀ ମଦର କୂଟୀର ଶିଳ୍ପ ପାଲଟିଥିବା ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମରେ ଶନିବାର ସକାଳେ ଅବକାରୀ ବିଭାଗ ଚଢାଉ କରି ପ୍ରଥମ ଥର ପାଇଁ ବେଆଇନ ମଦଭାଟିଗୁଡିକୁ ବୁଲଡୋଜର ସାହାଯ୍ୟରେ ଭଙ୍ଗାଯାଇଛି। ଚଡାଉ ସମୟରେ ପ୍ରଥମେ ବେଆଇନ … Read More

୦ପୁରୀ ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍‌ସରେ ପରଲୋକ, ୧୫ ଦିନର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ହାରିଗଲେ ନାବାଳିକା

୦ ଭୁବନେଶ୍ୱର: ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ଆଉ ନାହାନ୍ତି। ଦୀର୍ଘ ୧୫ ଦିନ ଧରି ମୃତ୍ୟୁ ସହ ସଂଘର୍ଷ କରିବା ପରେ ଶେଷରେ ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ସ୍ଥିତ … Read More

ନିଜ ନାମ ପଢିପାରୁନାହାନ୍ତି ତେଜସ୍ୱୀ: ସମ୍ରାଟ

ପାଟନା: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭୋଟର ତାଲିକାର ସଠିକତା ଏବଂ ନିରପେକ୍ଷତାକୁ ସୁନିଶ୍ଚିତ କରିବା ପାଇଁ ଏକମାସ ଧରି ବିହାରରେ ଭୋଟର ତାଲିକା ସଂଶୋଧନ ଅଭିଯାନ (ଏସଆଇଆର) କରାଯାଇଥିଲା। ଅଗଷ୍ଟ ୧ … Read More

ଅମରନାଥ ଯାତ୍ରା ୩ ପର୍ଯ୍ୟନ୍ତ ସ୍ଥଗିତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ଅମରନାଥ ଯାତ୍ରାକୁ ଆସନ୍ତା ୩ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅମରନାଥ ଗୁମ୍ଫାକୁ ସଂଯୋଗ କରୁଥିବା ଉଭୟ ପହଲଗାଓଁ ଓ ବାଲତାଲ ରାସ୍ତା କ୍ଷତିଗ୍ରସ୍ତ ହୋଇଛି। ମରାମତି ପାଇଁ ଦୁଇଦିନ ସମୟ ଲାଗିବ ବୋଲି ପ୍ରଶାସନ … Read More

ମିଛ କହି ଧରାପଡ଼ିଲେ ତେଜସ୍ଵୀ ଯାଦବ

ପାଟନା : ବିହାରର ଆରଜେଡି(ରାଷ୍ଟ୍ରୀୟ ଜନତା ଦଳ) ନେତା ତେଜସ୍ଵୀ ଯାଦବ ମିଛ କହି ଧରାପଡ଼ିଛନ୍ତି। ଶନିବାର ତେଜସ୍ଵୀ ଭାରତୀୟ ନିର୍ର୍ବାଚନ ଆୟୋଗ(ଇସିଆଇ)ଙ୍କ ବିରୋଧରେ ଅଭିଯୋଗ ଆଣି ଚିଠା ଭୋଟର ତାଲିକାରେ ତାଙ୍କ ନାମ ନ ଥିବା କହିଥିଲେ। ନିର୍ବାଚନ ଆୟୋଗ … Read More

ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

ରାଞ୍ଚି : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ … Read More

ଦୁଷ୍କର୍ମ ମାମଲାରେ ପ୍ରଜ୍ଜ୍ବଳଙ୍କୁ ଆଜୀବନ କାରା ଦଣ୍ଡାଦେଶ

ବେଙ୍ଗାଲୁରୁ : ୪୭ ବର୍ଷୀୟା ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ ମାମଲାରେ କର୍ଣ୍ଣାଟକ ହସନର ପୂର୍ବତନ ସାଂସଦ ପ୍ରଜ୍ଜ୍ବଳ ରେବାନ୍ନାଙ୍କୁ ବେଙ୍ଗାଲୁରୁର ସ୍ଵତନ୍ତ୍ର କୋର୍ଟ ଶନିବାର ଆଜୀବନ କାରା ଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ପ୍ରଜ୍ଜ୍ବଳ ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡ଼ାଙ୍କ ନାତି। … Read More

ତାଇଓ୍ବାନ ନିକଟରେ ଚୀନ-ଆମେରିକା ମୁହାଁମୁହିଁ

ବେଜିଂ : ତାଇଓ୍ବାନ ପ୍ରଣାଳୀ ନିକଟରେ ମୁହାଁମୁହିଁ ହୋଇଛନ୍ତି ଚୀନ ଓ ଆମେରିକା । ଏହା ଫଳରେ ଏହି ଅଂଚଳରେ ଗତ କିଛି ମାସ ହେଲା ଚାଲିଥିବା ଉତ୍ତେଜନା ଆହୁରି ବଢିଯାଇଛି । ଶୁକ୍ରବାର ଦିନ ଚୀନର ସରକାରୀ ନ୍ୟୁଜ୍ ଚ୍ୟାନେଲ୍ … Read More

ବିବାଦୀୟ ମନ୍ତବ୍ୟ ପରେ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ: ମଥୁରା-ବୃନ୍ଦାବନର ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସାନ୍ନିଧ୍ୟ ପାଇବା ପାଇଁ ଦେଶବିଦେଶରୁ ଶ୍ରଦ୍ଧାଳୁ ଛୁଟି ଆସନ୍ତି । ସାଂସାରିକ ଏବଂ ଆଧ୍ୟାତ୍ମିକ ଜୀବନର ଜ୍ଞାନ ପରଷୁଥିବା ପ୍ରେମାନନ୍ଦ ମହାରାଜ ପ୍ରତିଟି ସତସଙ୍ଗ ପରେ ଶ୍ରଦ୍ଧାଳୁଙ୍କ ମନରେ ଆସୁଥିବା ପ୍ରଶ୍ନର ଅତି ସରଳ … Read More