ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ, ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର
ଭୁବନେଶ୍ବର : ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ । ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ସରିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଭୁବନେଶ୍ବରରେ ମୃତଦେହ ପହଂଚିବା ପରେ ପୀଡିତାଙ୍କ ଗାଁ ବାୟାବର ନୂଆ ଗୋପାଳପୁର ବସ୍ତିକୁ ନିଆଯିବ … Read More
