ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ ହୋଇଛି । ୭୯ବର୍ଷିୟ ସତ୍ୟପାଲଙ୍କର ଆରଏମ୍ଏଲ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ … Read More
