ଚାରିଧାମ ଯାତ୍ରା ପାଲଟିଲା କାଳ: ୩୫ ବର୍ଷ ପରେ ମିଳନ, ପ୍ରକୃତି କୋଳରେ ହଜିଗଲେ ୨୪ ସ୍କୁଲ ସାଙ୍ଗ

ପୁଣେ: ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଓ ଭୟଙ୍କର ଭୂସ୍ଖଳନ ଯୋଗୁଁ ସ୍ଥିତି ସଙ୍ଗୀନ ରହିଛି। ଶହ ଶହ ରାସ୍ତା ଭାସିଯାଇଥିବା ବେଳେ ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଏହି କାରଣରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ପ୍ରବଳ ବାଧା ସୃଷ୍ଟି … Read More

ରାହୁଲ ଗାନ୍ଧୀଙ୍କୁ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ କମିଶନରଙ୍କ ନୋଟିସ

ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କୁ କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ କମିଶନର ନୋଟିସ। ଭୋଟର ତାଲିକାରେ ହେରଫେରକୁ ନେଇ ଲଗାଇଥିବା ଅଭିଯୋଗର ପ୍ରମାଣ ଦେବା ପାଇଁ ନୋଟିସ ହୋଇଛି। କର୍ଣ୍ଣାଟକର ଲୋକସଭା ନିର୍ବାଚନ ସମୟରେ ଭୋଟର ତାଲିକାରେ ହେରଫେର ହୋଇଥିବା କଂଗ୍ରେସ ନେତା ରାହୁଲ … Read More

ଶ୍ରୀମନ୍ଦିରରେ ରାକ୍ଷୀ ପୂର୍ଣ୍ଣିମା: ଭାଇ-ଭଉଣୀର ସ୍ନେହ ଓ ସମର୍ପଣର ଅନନ୍ୟ ପରମ୍ପରା

ପୁରୀ : ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା | ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ ସମଗ୍ର ଭାରତରେ ପାଳନ ହେଉଥିବା ରାକ୍ଷୀ ପୂର୍ଣ୍ଣିମାର ଏକ ସ୍ୱତନ୍ତ୍ର ଓ ଅନନ୍ୟ ଝଲକ ଦେଖିବାକୁ ମିଳେ ଶ୍ରୀକ୍ଷେତ୍ର ପୁରୀରେ। ଏଠାରେ ଏହି ପର୍ବକୁ “ଗହ୍ମା … Read More

ଯୁବତୀ ଜିଅନ୍ତା ଜଳିଯିବା ଘଟଣା, ଆତ୍ମହତ୍ୟା ଭଳି ଲାଗୁଛି କହିଲେ ଏସପି

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଏସପି ସିଦ୍ଧାର୍ଥ କାଟାରିଆ । ଏସପି କହିଛନ୍ତି ଯେ ପ୍ରଥମେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ କରୁଛୁ । ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଭଳି ଜଣାପଡିଛି … Read More

‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ବର ୭।୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ । ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମରେ ଯୋଗଦେଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । କାର୍ଯ୍ୟକର୍ମର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ … Read More

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ହାଇଓ୍ବା ଚାପାରେ ଚାଲିଗଲା ବାପା-ଝିଅଙ୍କ ଜୀବନ

ପାରାଦୀପ: ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ କୋଠିଆସାହି ନିକଟରେ। ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ … Read More

କେନ୍ଦ୍ରାପଡା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

କେନ୍ଦ୍ରାପଡା : କେନ୍ଦ୍ରାପଡା ଛାତ୍ରୀ ଜଳିଯିବା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛି ବିରୋଧୀ ବିଜୁ ଜନତା ଦଳ । ଦଳର ବରିଷ୍ଠ ନେତା ତଥା ଆଳି ବିଧାୟକ ପ୍ରତାପ ଦେବ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ ପୁଲିସ ଆରମ୍ଭରୁ … Read More

ବେଆଇନ ପିସ୍ତଲ କାରବାର କରୁଥିବାବେଳେ ମାଡ଼ି ବସିଲା ପ୍ଲାଣ୍ଟସାଇଟ ଥାନା ପୋଲିସ

ରାଉରକେଲା : ରାଉରକେଲା ପ୍ଲାଣ୍ଟ ସାଇଟ ଥାନା ପୋଲିସକୁ ସଫଳତା । ଏସଆଇ ଏସ.ପ୍ରଧାନ ପୋଲିସ ଟିମ୍ ସହ ପାଟ୍ରୋଲିଂ କରୁଥିବା ବେଳେ ଜବତ କରିଛି ଅସ୍ତ୍ରଶସ୍ତ୍ର ଗୁଳି । ବେଆଇନ ଅସ୍ତ୍ର କାରବାର ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ … Read More

ପଟ୍ଟାମୁଣ୍ଡାଇ ଛାତ୍ରୀ ପୋଡି ଘଟଣା: ବଦଳିଲେ ଗ୍ରାମାଞ୍ଚଳ ଏସଆଇ, କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲେ ପରିବାର

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଜିଲ୍ଲାରେ ଘଟିଥିବା ଅଘଟଣରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗ୍ରାମାଞ୍ଚଳ ଏଏସଆଇ ସୀମାଞ୍ଚଳ ପଲେଇଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି । ପୂର୍ବରୁ ପୀଡ଼ିତାଙ୍କ ଏତଲା ରଖି ନଥିବା ଅଭିଯୋଗ ହୋଇଥିବା ବେଳେ ପୀଡ଼ିତାଙ୍କ … Read More

ଖୁବଶୀଘ୍ର ପୂରଣ ହେବ ୨୨, ୮୯୬ ଗ୍ରୁପ୍ ସି ପଦବୀ, ଅଗଷ୍ଟ ୩୧ ସୁଦ୍ଧା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଖୁଵଶୀଘ୍ର ପୂରଣ ହେବ ୨୨ହଜାର ୮୯୬ ଗ୍ରୁପ ସି ପଦବୀ। ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି … Read More