ଗାଁରେ ବ୍ୟାପୁଛି ଜଣ୍ଡିସ, ଟେଷ୍ଟ ପାଇଁ ଯାଇଛି ୩୩ ନମୁନା

କଟକ:ବଡ଼ମ୍ବା ବ୍ଲକ ଗୋବିନ୍ଦପୁର ଗାଁରେ ବ୍ୟାପୁଛି ଜଣ୍ଡିସ ରୋଗ। ଗାଁରେ ଜଣେ ପଜିଟିଭ ଚିହ୍ନଟ ହେବା ପରେ ୩୩ ଜଣଙ୍କର ନମୁନା ଟେଷ୍ଟ ପାଇଁ ଯାଇଥିଲା। ୧୪ ଜଣ ଶିଶୁ ଆକ୍ରାନ୍ତଙ୍କୁ ମାଣିଆବନ୍ଧ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯିବା ପରେ … Read More

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ସମାଧାନ ପାଇଁ ସରକାର କ’ଣ କରୁଛନ୍ତି, ସାର୍ବଜନୀନ ହେବା ଆବଶ୍ୟକ: ଦେବୀ ମିଶ୍ର

ଭୁବନେଶ୍ବର: ମହାନଦୀ ଜଳ ବିବାଦ ସମାଧାନ କରିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ଜଳ ଆୟୋଗ ମନ୍ତ୍ରୀଙ୍କୁ ଭେଟିଛନ୍ତି । ଭଲ କଥା । ତେବେ ସମାଧାନ ପାଇଁ କ’ଣ କରୁଛନ୍ତି । କେନ୍ଦ୍ର ମନ୍ତ୍ରୀଙ୍କ ସହ କ’ଣ ଆଲୋଚନା କଲେ … Read More

ସଡ଼କ ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ!

ଭୁବନେଶ୍ୱର: ସହରାଞ୍ଚଳରେ ରାସ୍ତା ନିର୍ମାଣରେ ପ୍ଲାଷ୍ଟିକ୍ ଅଳିଆ ବ୍ୟବହାର ଉପରେ ବିଚାର ବିମର୍ଶ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମତୀ ପାଢୀ … Read More

ଟ୍ରମ୍ପ ଜଣେ ବଦମାସ : ଭାରତକୁ ସମର୍ଥନ କରି କହିଲେ ଚୀନ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ : ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ଉତ୍ତେଜନା ପୁଣି ଥରେ ଗଭୀର ହେବାରେ ଲାଗିଛି। ଭାରତୀୟ ସାମଗ୍ରୀ ଉପରେ ଅତିରିକ୍ତ ୨୫% ଶୁଳ୍କ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତି ରାଜନୈତିକ ଏବଂ କୂଟନୈତିକ ମହଲରେ … Read More

ସପ୍ତାହରେ ଥରେ ହ୍ୟାଣ୍ଡଲୁମ ପରିଧାନ କରନ୍ତୁ: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ବର: ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଉପଲକ୍ଷେ ରାଜ୍ୟ ସରକାର ଓଡ଼ିଶାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ‘ଏକତା’ ଭୁବନେଶ୍ବରର ଜନତା ମଇଦାନ‌ରେ ଆୟୋଜନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ … Read More

ଓଡ଼ିଶାବାସୀ ଥରେ ନୁହେଁ ଲଗାତାର ବିଜେଡିକୁ ପ୍ରତ୍ୟାଖାନ କରିବେ: ଆଇନମନ୍ତ୍ରୀ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରରେ ଓଡ଼ିଶାର ବିକାଶ ଧାରାରେ କେନ୍ଦ୍ର ସରକାରଙ୍କ ସହଯୋଗ ଏବଂ ସହଭାଗିତା ରହୁଛି। ତେଣୁ କେନ୍ଦ୍ରୀୟ ନେତୃତ୍ୱ ଏବଂ କେନ୍ଦ୍ର ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଭେଟି ଆଲୋଚନା କରୁଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। କେନ୍ଦ୍ର … Read More

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଜଳ ସମ୍ପଦ ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି

ଭୁବନେଶ୍ୱର: ଓଡ଼ିଶାର ଜୀବନରେଖା କୁହାଯାଉଥିବା ମହାନଦୀର ଜଳ ବିବାଦ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର. ପାଟିଲଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଏହି ସାକ୍ଷାତକାର ସମୟରେ ରାଜ୍ୟର ସ୍ୱାର୍ଥକୁ ପ୍ରାଥମିକତା ଦେଇ … Read More

ପ୍ରକୃତିର ତାଣ୍ଡବ ; ହିମାଚଳପ୍ରଦେଶରେ ଏଯାଏଁ ୧୯୯ ମୃତ, ୧୯୦୫.୫ କୋଟି ଟଙ୍କାର କ୍ଷୟକ୍ଷତି

ନୂଆଦିଲ୍ଲୀ : ହିମାଚଳପ୍ରଦେଶରେ ଚଳିତ ବର୍ଷ ୨୦ ଜୁନ୍‌ରୁ ୬ ଅଗଷ୍ଟ ମଧ୍ୟରେ ମୌସୁମୀ କାରଣରୁ ପ୍ରବଳ ବର୍ଷା ଫଳରେ ଏଯାଏଁ ପ୍ରାୟ ୧୯୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ୧୯୦୫.୫ କୋଟି ଟଙ୍କାର କ୍ଷୟକ୍ଷତି ଘଟିଛି । ରାଜ୍ୟ … Read More

ଜଷ୍ଟିସ ବର୍ମାଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ : ଘରୁ ଟଙ୍କା ମିଳିବା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟର ବିଚାରପତି ଯଶଓ୍ବନ୍ତ ବର୍ମାଙ୍କ ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ତାଙ୍କୁ ଦୋଷୀ ବୋଲି ଦର୍ଶାଇଥିବା ତଦନ୍ତ କମିଟିର ରିପୋର୍ଟ ଏବଂ ପ୍ରଧାନ ବିଚାରପତିଙ୍କ ଦ୍ଵାରା ପଦବୀରୁ ତତ୍କାଳ ହଟାଯିବା … Read More

ମାଥେରାନରେ ହାତ ଟଣା ରିକ୍ସା ଉପରେ ପ୍ରତିବନ୍ଧକ ଲଗାଇଲେ ସୁପ୍ରିମକୋର୍ଟ

ମୁମ୍ବାଇ : ସୁପ୍ରିମକୋର୍ଟ ବୁଧବାର ମହାରାଷ୍ଟ୍ର ସରକାରଙ୍କୁ ମାଥେରାନରେ ୬ ମାସ ମଧ୍ୟରେ ହାତ ରିକ୍ସା ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଛନ୍ତି କି ମଣିଷ ମଣିଷକୁ ଭିଡିବା ଅତି ଅମାନବୀୟ । ଭାରତ … Read More